୨୮ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ଉତ୍କର୍ଷ ଓଡ଼ିଶା କନକ୍ଲେଭରେ ହେବେ ସାମିଲ
ଭୁବନେଶ୍ବର: ପୁଣିଥରେ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଆସନ୍ତା ୨୮ ତାରିଖରେ ଓଡ଼ିଶା ଆସିବା ନେଇ କାର୍ଯ୍ୟକ୍ରମ ରହିଛି ।
କାର୍ଯ୍ୟସୂଚୀ- ପ୍ରଧାନମନ୍ତ୍ରୀ ପୂର୍ବାହ୍ନ ୧୦ଟା ୩୫ ମିନିଟରେ…