ନୂଆଦିଲ୍ଲୀରେ ବିକଶିତ ଭାରତ ଯୁବ ନେତୃତ୍ୱ କାର୍ଯ୍ୟକ୍ରମ, ଓଡ଼ିଆ ଯୁବପିଢି ବିକଶିତ ଭାରତର କୁଶଳ ବିନ୍ଧାଣୀ କହିଲେ ଧର୍ମେନ୍ଦ୍ର
ଭୁବନେଶ୍ବର: ନୂଆଦିଲ୍ଲୀ ଠାରେ ବିକଶିତ ଭାରତ ଯୁବ ନେତୃତ୍ୱ କାର୍ଯ୍ୟକ୍ରମ-୨୦୨୫ ଜାରି ରହିଛି । ଏଥିରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗ ଦେଇଥିଲେ ।
ଓଡିଆ ଲୋକଙ୍କୁ ଯେବେ ଯେବେ ସୁଯୋଗ ମିଳିଛି ସେବେ ସେ…