Breaking: ସୁଭଦ୍ରା ଯୋଜନା ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଷଣା, ନଭେମ୍ବର ଏହି ତାରିଖରେ ଆସିବ ତୃତୀୟ ପର୍ଯ୍ୟାୟ ଟଙ୍କା
ଭୁବନେଶ୍ବର: ସୁଭଦ୍ରା ଯୋଜନା ନେଇ ବଡ ଅପଡେଟ । କେବେ ଟଙ୍କା ଆସିବ ସେନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଚଳିତ ମାସରେ ହିଁ ପ୍ରଥମ ପର୍ଯ୍ୟାୟର ତୃତୀୟ କିସ୍ତି ଟଙ୍କା ଜାରି କରିବେ ରାଜ୍ୟ ସରକାର ।…