ମେକ୍ ଇନ୍ ଓଡିଶା କନକ୍ଲେଭ ୨୦୨୫ର ଲୋଗୋ ଉନ୍ମୋଚିତ, ସାରା ବିଶ୍ୱର ନିବେଶକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ବାଗତ
ଭୁବନେଶ୍ବର(ଓଡିଶା ଭାସ୍କର) : ଉନ୍ମୋଚିତ ହୋଇଛି ମେକ୍ ଇନ୍ ଓଡିଶା କନକ୍ଲେଭ 2025ର ଲୋଗୋ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉତ୍କର୍ଷ ଓଡିଶା ନାଁରେ ଲୋଗୋ ଉନ୍ମୋଚିତ କରିଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ…