ଆଉ ଚାରିଦିନ ପରେ ସରିବ ରାସନ କାର୍ଡ ଇ-କେୱାଇସି ଅପଡେଟ୍, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ
ଭୁବନେଶ୍ଵର: ଆଉ ୪ ଦିନ ପରେ ରାଜ୍ୟରେ ରାସନ କାର୍ଡ ଇ-କେୱାଇସି ଅପଡେଟ୍ ସରିବ ବୋଲି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ପ୍ରଦାନ କରିଛନ୍ତି।
ଜାନୁଆରୀ ୩୧ ତାରିଖ ସୁଦ୍ଧା ଇ-କେୱାଇସି ଅପଡେଟ୍ ଲାଗି…