ଏପ୍ରିଲରୁ ଆରମ୍ଭ ହେବ ପାର୍ଟ ପ୍ଲଟ ପଞ୍ଜୀକରଣ, ସୂଚନା ଦେଲେ ରାଜସ୍ୱ ମନ୍ତ୍ରୀ
ଭୁବନେଶ୍ୱର: ରାଜ୍ୟରେ ଏପ୍ରିଲରୁ ପାର୍ଟ ପ୍ଲଟ ପଞ୍ଜିକରଣ ଆରମ୍ଭ ହେବ। ଏ ନେଇ ରାଜସ୍ୱ ବିଭାଗକୁ ଡ୍ରାଫ୍ଟଦେଲା ନଗର ଉନ୍ନୟନ ବିଭାଗ। ମାର୍ଚ୍ଚ ସୁଦ୍ଧା ଏ ନେଇ ବିଚାର ବିମର୍ଶକରି ଏପ୍ରିଲରୁ କାର୍ଯ୍ୟକାରୀ ହେବାକୁ…