ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗସ୍ତ କରିବେ ପ୍ରୟାଗରାଜ, ଆସନ୍ତାକାଲି ସଙ୍ଗମରେ ପକାଇବେ ବୁଡ଼
ନୂଆଦିଲ୍ଲୀ: ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭକୁ ପ୍ରତିଦିନ ଲକ୍ଷ ଲକ୍ଷ ସଂଖ୍ୟାରେ ଶ୍ରଦ୍ଧାଳୁ ପହଞ୍ଚୁଛନ୍ତି। ଏଥର ପ୍ରୟାଗରାଜର ମହାକୁମ୍ଭରେ ସୋମବାର ଦିନ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ବୁଡ଼ ପକାଇବେ।…