ମାଟ୍ରିକ ପରୀକ୍ଷା ସରିବା ପରେ ମାର୍ଚ୍ଚ ୧୯ରୁ ଖାତାଦେଖା, ସୂଚନା ଦେଲେ ବୋର୍ଡ ଉପସଭାପତି
ଭୁବନେଶ୍ୱର: ମାଟ୍ରିକ ପରୀକ୍ଷା ସରିବା ପରେ ମାର୍ଚ୍ଚ ୧୯ ତାରିଖରୁ ଆରମ୍ଭ ହେବ ଖାତାଦେଖା। ପ୍ରାୟ ୧୩ ଦିନ ଧରି ଚାଲିବ ଏହି ଖାତାଦେଖା ପ୍ରକ୍ରିୟା। ଛାତ୍ରଛାତ୍ରୀଙ୍କ ଖାତା ମୂଲ୍ୟାଙ୍କନ ପରେ ରେଜଲ୍ଟ ବାହାରିବ ବୋଲି…