ଜୀ ସାର୍ଥକର ମେଗା ଧାରାବାହିକ ‘ଭାଗ୍ୟରେଖା’ କାହାଣୀ ନେଉଛି ରୋମାଞ୍ଚକର ମୋଡ
କଟକ: ଓଡିଶାର ଘରେ ଘରେ ପରିଚିତ ଜୀ ସାର୍ଥକ ସବୁବେଳେ ଲୋକଙ୍କ ପସନ୍ଦକୁ ଗୁରୁତ୍ବ ଦେଇ ଆସୁଛି । ଓଡିଆ ଘରର ପରମ୍ପରା ଓ ରୀତିନୀତିକୁ ନେଇ ଅନେକ ମନୋଲୋଭା ଧାରାବାହିକ ବା ନିଜର ଦର୍ଶକଙ୍କୁ ମନୋରଞ୍ଜନର କାର୍ଯ୍ୟକ୍ରମ…