କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ଉଚ୍ଚସ୍ତରୀୟ କମିଟି ଗଠନ; ଏଥିରେ ବରିଷ୍ଠ ନେତା ଅମର ଶତପଥୀଙ୍କ ସାମିଲ ନେଇ ଚର୍ଚ୍ଚା
ଭୁବନେଶ୍ୱର: କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ଉଚ୍ଚସ୍ତରୀୟ କମିଟି ଗଠନ ହୋଇଛି। ଏହି କମିଟିରେ ଗୃହମନ୍ତ୍ରୀ ଅମିତ୍ ଶାହା,କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱନୀ ବୈଷ୍ଣବ, ମୁଖ୍ୟମନ୍ତ୍ରୀ ମୋହନ ଚରଣ…