ରକ୍ଷାବନ୍ଧନରେ ଭିଜିବ ୫ ଜିଲ୍ଲା, ପ୍ରବଳ ବର୍ଷା ଏବଂ ଘଡ଼ଘଡ଼ି ନେଇ ସତର୍କ କଲା ପାଣିପାଗ କେନ୍ଦ୍ର
ଭୁବନେଶ୍ୱର: ଆଜି ସାରା ଦେଶ ପାଳନ କରୁଛି ରକ୍ଷାବନ୍ଧନ। ତେବେ ଆଜିର ଦିନରେ ରାଜ୍ୟର ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି। ଘଡ଼ଘଡ଼ି ସହ ବର୍ଷା ନେଇ ସତର୍କ ସୂଚନା…