ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କୁ ମିଳିଲା ବଡ଼ ଆଶ୍ବସ୍ତି; ଜୁନ ୧ ତାରିଖ ପର୍ଯ୍ୟନ୍ତ ଅନ୍ତରୀଣ ଜାମିନ
ନୂଆଦିଲ୍ଲୀ: ଦିଲ୍ଲୀ ମଦ ଦୁର୍ନୀତି ମାମଲା ସହ ଜଡିତ ମାମଲାରେ ଗିରଫ ହୋଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ବର୍ତ୍ତମାନ ସୁପ୍ରିମକୋର୍ଟଙ୍କ ଠାରୁ ଅନ୍ତରୀଣ ଜାମିନ ମିଳିଛି । ଜୁନ ୧ ତାରିଖ…