Big Breaking: ଜଣେ ଜିଲ୍ଲାପାଳ, ୨ ଏସପିଙ୍କୁ ବଦଳି ନିର୍ଦ୍ଦେଶ, ନିର୍ବାଚନ କମିଶନ ଜାରି କଲେ ନିର୍ଦ୍ଦେଶନାମା
ଭୁବନେଶ୍ୱର: ଢେଙ୍କାନାଳ ଜିଲ୍ଲାପାଳଙ୍କୁ ବଦଳି ନିର୍ଦ୍ଦେଶ ଦିଆଯାଇଛି । ଦେବଗଡ଼ ଓ କଟକ ଗ୍ରାମାଞ୍ଚଳ ଏସପିଙ୍କୁ ବଦଳି ନିର୍ଦ୍ଦେଶ ଦିଆଯାଇଛି । ନିର୍ବାଚନ କମିଶନଙ୍କ ପକ୍ଷରୁ ଏହି ନିର୍ଦ୍ଦେଶନାମା ଜାରି କରାଯାଇଛି ।…