Big Breaking: ବଢ଼ିଲା ଶ୍ରମିକଙ୍କ ଦୈନିକ ମଜୁରୀ, ବର୍ଦ୍ଧିତ ମଜୁରୀ ଏପ୍ରିଲ ପହିଲାରୁ ହେବ ଲାଗୁ
ଭୁବନେଶ୍ୱର: ଶ୍ରମିକଙ୍କ ସର୍ବନିମ୍ନ ବୈନିକ ମଜୁରୀ ୧୦ ଟଙ୍କା ବୃଦ୍ଧି । ଅଣକୁଶଳୀ ଶ୍ରମିକଙ୍କ ଦୈନିକ ମଜୁରୀ ୪୫୨ରୁ ୪୬୨ ଟଙ୍କାକୁ ବୃଦ୍ଧି କଲେ ସରକାର ।
ଅର୍ଦ୍ଧକୁଶଳୀ ଶ୍ରମିକଙ୍କ ଦୈନିକ ମଜୁରୀ ୫୦୨ରୁ ୨୧୨…