ଉତ୍ତର ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ହେବ ପ୍ରବଳ ବର୍ଷା, ୧୭ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର: ରାଜ୍ୟରେ କାଳବୈଶାଖୀ ବର୍ଷା ଜାରି ରହିଛି । ଆଗାମୀ ୫ ଦିନ ପର୍ଯ୍ୟନ୍ତ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ବର୍ଷା ସାଙ୍ଗକୁ ଘଡ଼ଘଡ଼ି, ପବନ ହେବାର ଆଶଙ୍କା…