ସୁସ୍ଥ ହେବାରେ ଲାଗିଛନ୍ତି ଉତ୍ତମ; ବାବୁସାନଙ୍କୁ ବାପାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ନବୀନ
ଭୁବନେଶ୍ୱର: ଉତ୍ତମ ମହାନ୍ତିଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ବାବୁସାନଙ୍କୁ ଭିଡିଓ କଲ ମାଧ୍ୟମରେ ଲୋକପ୍ରିୟ ଅଭିନେତା ଉତ୍ତମ ମହାନ୍ତିଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି…