Russia Ukraine War: ୟୁଲିଆ ହେଲେ ୟୁକ୍ରେନର ପ୍ରଥମ ମହିଳା ପ୍ରଧାନ ମନ୍ତ୍ରୀ, ଶାସନ କ୍ଷେତ୍ରରେ ଅଛି ବହୁ ବର୍ଷର ଅଭିଜ୍ଞତା
କିଭ୍: ରୁଷ ସହିତ ଚାଲିଥିବା ଭୟଙ୍କର ଯୁଦ୍ଧ ମଧ୍ୟରେ ୟୁକ୍ରେନ୍ ତାର ନୂତନ ପ୍ରଧାନମନ୍ତ୍ରୀଙ୍କୁ ଚୟନ କରିଛି। ବୁଧବାର ଦିନ ୟୁକ୍ରେନ୍ ସଂସଦ ଭର୍ଖୋଭନା ରାଡାରେ ନିଆଯାଇଥିବା ଏକ ଐତିହାସିକ ନିଷ୍ପତ୍ତିରେ, ୟୁଲିଆ…