ରାଜ୍ୟରେ ଘୁ… ଘୁ… ହୋଇ ବଢ଼ୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା, ଦେଶରେ ୪ ହଜାର ପାର୍
ଭୁବନେଶ୍ୱର: ରାଜ୍ୟରେ କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୫କୁ ବୃଦ୍ଧି ପାଇଛି । ଏ ନେଇ ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡା. ନୀଳକଣ୍ଠ ମିଶ୍ର ।
ପ୍ରତିଦିନ ଯେତିକି ଟେଷ୍ଟ କରାଯାଉଛି ସେଥିରୁ କମ୍…