ବଜେଟ୍ ୨୦୨୨-୨୩: ୧.୫ ଲକ୍ଷ ପୋଷ୍ଟ ଅଫିସରେ କାର୍ଯ୍ୟକାରୀ ହେବ Core Banking System
ନୂଆଦିଲ୍ଲୀ: ଆଜି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ୨୦୨୨-୨୩ ବର୍ଷର ବଜେଟ୍ ଉପସ୍ଥାପନ କରିଛନ୍ତି । ଦେଶରେ କରୋନା ଲହର ଜାରି ରହିଥିବାରୁ ଚଳିତ ଥର ଅର୍ଥମନ୍ତ୍ରୀ ପେପରଲେସ୍ ବଜେଟ୍ ଆଗତ କରିଛନ୍ତି ।…