ଶେଷରେ ହାରିଗଲେ ବ୍ରହ୍ମପୁରର ଅମ୍ରିତ ପ୍ରଧାନ, ପାଞ୍ଚ ମାସ ଧରି ଚେନ୍ନାଇରେ ଚାଲିଥିଲା ECMO ଚିକିତ୍ସା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଶେଷରେ ଜୀବନ ଯୁଦ୍ଧରେ ହାରି ଯାଇଛନ୍ତି ଅମ୍ରିତ ପ୍ରଧାନ । ଅଗଣିତ ଶୁଭେଚ୍ଛୁଙ୍କ ସହଯୋଗ, କୋଟି କୋଟି ଟଙ୍କା ଖର୍ଚ୍ଚ ପରେ ବି ତାଙ୍କୁ ବଞ୍ଚାଇବା ସମ୍ଭବ ହୋଇପାରି ନାହିଁ । ପାଞ୍ଚ ମାସରୁ…

ଓଡ଼ିଆ ପୁଅ ଚଣ୍ଡି ପ୍ରସାଦ ମହାନ୍ତିଙ୍କୁ ପରମ ବିଶିଷ୍ଟ ସେବା ପଦକ ପ୍ରଦାନ କଲେ ରାଷ୍ଟ୍ରପତି

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଓଡ଼ିଆ ପୁଅ ଚଣ୍ଡି ପ୍ରସାଦ ମହାନ୍ତିଙ୍କୁ ପରମ ବିଶିଷ୍ଟ ସେବା ମେଡାଲ (ପିଭିଏସଏମ) ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ବର୍ତ୍ତମାନ ଚଣ୍ଡି ପ୍ରସାଦ ଭାରତୀୟ ସ୍ଥଳ ସେନା…

ରାଜ୍ୟରେ ପୁଣି ବନ୍ଦ ହୋଇପାରେ ସମସ୍ତ ଶିକ୍ଷାନୁଷ୍ଠାନ ଓ ଦୋକାନ ବଜାର: ହଠାତ୍ ସଂକ୍ରମଣ ବୃଦ୍ଧିକୁ ନେଇ ଚିନ୍ତାରେ ପ୍ରଶାସନ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ପୁଣି କରୋନା କଡ଼ ଲେଉଟାଇଲାଣି । ବୁର୍ଲା ଭିମସାରରୁ ୨୨ ଜଣ ଓ ସୁନ୍ଦରଗଡ଼ର ଏକ ସ୍କୁଲରୁ ୪୨ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଶିକ୍ଷାନୁଷ୍ଠାନ ଖୋଲୁ ଖୋଲୁ ସଂକ୍ରମଣ ବୃଦ୍ଧି…

ଏଣିକି ଦୁଇଟି ସେବା ପାଇଁ ଗୋଟିଏ UAN ନମ୍ବର, ଖୁବଶୀଘ୍ର EPF ସହ ସଂଯୋଗ ହେବ ESIC

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଏଣିକି ରାଜ୍ୟ କର୍ମଚାରୀ ବୀମା ନିଗମ (ଇଏସଆଇସି) ସହ କର୍ମଚାରୀ ଭବିଷ୍ୟନିଧି ପାଣ୍ଠି (ଇପିଏଫ) ମିଶିଯିବ । ଇଏସଆଇସି ଓ ଇପିଏଫ ଗୋଟିଏ ୟୁଏଏନ (ୟୁନିଭରସାଲ ଆକାଉଣ୍ଟ ନମ୍ବର)ରେ…

ଅନ୍ୟ ରାଜ୍ୟର ଷ୍ଟାଡିୟମରେ ଦର୍ଶକ କ୍ରିକେଟ ମ୍ୟାଚ ଦେଖିପାରିବେ, ମାତ୍ର ଓଡ଼ିଶାରେ ହକି ମ୍ୟାଚ ଦେଖିପାରିବେ ନାହିଁ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆସନ୍ତା ବୁଧବାର ଠାରୁ କଳିଙ୍ଗ ଷ୍ଟାଡିୟମରେ ଜୁନିୟର ହକି ବିଶ୍ୱକପ ଅନୁଷ୍ଠିତ ହେବାକୁ ଯାଉଛି । ତେବେ କୋଭିଡକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହା ବିନା ଦର୍ଶକରେ ହେବ ବୋଲି ନିଷ୍ପତ୍ତି…

୨୬/୧୧ ଆକ୍ରମଣ ପରେ ମନମୋହନ ସରକାର ପାକିସ୍ତାନ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା ପରିବର୍ତ୍ତେ ନିରବ ରହିଥିଲା

ନୂଆଦିଲ୍ଲୀ: ୨୦୦୮ ମସିହା ନଭେମ୍ବର ମାସ ୨୬ ତାରିଖରେ ଘଟିଥିବା ମୁମ୍ବାଇ ଆକ୍ରମଣ କଂଗ୍ରେସ ସରକାରର ଦୁର୍ବଳତାକୁ ପଦାରେ ପକାଇ ଦେଇଥିଲା । ସେତେବେଳେ ଦେଶର ପ୍ରଧାନମନ୍ତ୍ରୀ ଥିବା ମନମୋହନ ସିଂହ ଏନେଇ କୌଣସି କଠୋର…

ଚାକିରିରୁ ବିଦାହେବେ ୧୯୩ ଜଣ ଦୁର୍ନୀତିଗ୍ରସ୍ତ ଯନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ପ୍ରସ୍ତୁତ ହେଲା ତାଲିକା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଚାକିରିରୁ ବିଦାହେବେ ରାଜ୍ୟର ଦୁର୍ନୀତିଗ୍ରସ୍ତ ଯନ୍ତ୍ରୀ । ଏନେଇ ପ୍ରଥମ ପର୍ଯ୍ୟାୟରେ ୧୯୩ ଜଣ ଯନ୍ତ୍ରୀଙ୍କ ତାଲିକା ପ୍ରସ୍ତୁତ ହୋଇଛି । ଆସନ୍ତା ବର୍ଷ ମାର୍ଚ୍ଚ ୩୧ ତାରିଖ ସୁଦ୍ଧା…

ଓଡ଼ିଆ ଯୋଦ୍ଧାଙ୍କୁ ମରଣୋତ୍ତର ବୀର ଚକ୍ର ସମ୍ମାନ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଓଡ଼ିଆ ବୀର ନୁଦୁରାମ ସୋରେନଙ୍କୁ ମରଣୋତ୍ତର ବୀର ଚକ୍ର ସମ୍ମାନରେ ସମ୍ମାନିତ କରାଯାଇଛି । ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କର ପତ୍ନୀଙ୍କୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି ।…

ସହିଦ କର୍ଣ୍ଣେଲ ସନ୍ତୋଷ ବାବୁଙ୍କୁ ମରଣୋତ୍ତର ମହାବୀର ଚକ୍ର ସମ୍ମାନ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ସହିଦ କର୍ଣ୍ଣେଲ ସନ୍ତୋଷ ବାବୁ ମରଣୋତ୍ତର ମହାବୀର ଚକ୍ରରେ ସମ୍ମାନିତ ହୋଇଛନ୍ତି । ଗତବର୍ଷ ଗଲୱାନ ଘାଟିରେ ଚୀନ ସେନା ସହ ସଂଘର୍ଷ କରି ସେ ନିଜର ପ୍ରାଣବଳୀ ଦେଇଥିଲେ । ରାଷ୍ଟ୍ରପତି…

ଆଜି ରାଜ୍ୟରୁ ଚିହ୍ନଟ ହେଲେ ୨୧୨ କରୋନା ପଜିଟିଭ୍, ୨ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛିଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା…