fbpx

ଆଜି ରାଜ୍ୟରେ ୧୨୪୩ କରୋନା ପଜିଟିଭ୍, ଜାଣନ୍ତୁ କେଉଁଠୁ କେତେ

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କ୍ରମଶଃ କରୋନାର ସ୍ଥିତି ସ୍ୱାଭାବିକ ହେବାରେ ଲାଗିଥିଲେ ହେଁ ଆଶଙ୍କା ହଟିନାହିଁ । ତେଣୁ ଏହାକୁ ନଜରରେ ରଖି ବିଏମସି ପକ୍ଷରୁ ରାଜଧାନୀ ଭୁବନେଶ୍ୱରର ସମସ୍ତ ସରକାରୀ ଓ…

RRB Group D CBT Exam: ଖୁବଶୀଘ୍ର ଜାରି ହେବ Admit Card

ନୂଆଦିଲ୍ଲୀ: ରେଳ ନିଯୁକ୍ତି ବୋର୍ଡ (ଆରଆରବି) ପକ୍ଷରୁ ଖୁବଶୀଘ୍ର ଗ୍ରୁପ୍ ଡି ଫେଜ୍ ୧ ପରୀକ୍ଷା ପାଇଁ ଆଡମିଟ୍ କାର୍ଡ ଜାରି କରାଯିବ । ଏନେଇ ସବିଶେଷ ତଥ୍ୟ www.rrbcdg.gov.in ୱେବସାଇଟ୍ କିମ୍ବା ପ୍ରତ୍ୟେକ ଆଞ୍ଚଳିକ…

ଆଜିଠାରୁ ୨୮ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ରହିବ ଦେଶର ସର୍ବବୃହତ୍ ପ୍ରାଇଭେଟ୍ ବ୍ୟାଙ୍କର ଅନଲାଇନ୍ ସେବା

ନୂଆଦିଲ୍ଲୀ: ଦେଶର ସର୍ବବୃହତ୍ ପ୍ରାଇଭେଟ୍ ବ୍ୟାଙ୍କ ଏଚଡିଏଫସି ପକ୍ଷରୁ ଗ୍ରାହକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଜାରି କରାଯାଇଛି । ଆଜି ସନ୍ଧ୍ୟା ୬ଟାରୁ ଆସନ୍ତା କାଲି ରାତି ୧୦ଟା ପର୍ଯ୍ୟନ୍ତ ବ୍ୟାଙ୍କର…

ବିବାହ ନ କରି ବି ବର ସାଜିଲେ ପୋଲିସ ଅଫିସର, ଥାନାରୁ ବଦଳି ହେବା ପରେ ଘଟିଥିଲା ଏମିିତି….

ନୂଆଦିଲ୍ଲୀ: ସାଧାରଣତଃ ଉତ୍ତରପ୍ରଦେଶରେ ଅନେକ ଅପରାଧିକ ମାମଲାକୁ ନେଇ ପୋଲିସର ଛବି ଖରାପ ରହିଥାଏ । ମାତ୍ର ବର୍ତ୍ତମାନ ଏହି ରାଜ୍ୟର ଜଣେ ପୋଲିସ ଅଫିସରଙ୍କ ବିଷୟରେ ଶୁଣିବା ପରେ ଯେ କେହି ବି ଆଶ୍ଚର୍ଯ୍ୟ ହୋଇଯିବ ।…

ଆତ୍ମହତ୍ୟା କରିଥିବା ଚାଷୀ ପରିବାରକୁ ଭେଟିଲା ବିଜେପି ପ୍ରତିନିଧି ଦଳ

ସମ୍ବଲପୁର(ଓଡ଼ିଶା ଭାସ୍କର): ସମ୍ବଲପୁରର କୁଦଗୁଣ୍ଡେରପୁରରେ ଆତ୍ମହତ୍ୟା କରିଥିବା ଚାଷୀ ପରିବାରଙ୍କୁ ଭେଟିଛି ବିଜେପି ଦଳ । ବିଧାୟକ ନାଉରି ନାଏକଙ୍କ ନେତୃତ୍ୱରେ ଏକ ଟିମ୍ ମୃତ ଚାଷୀ କୈବଲ୍ୟ ରୋହିଦାସଙ୍କ ପରିବାରକୁ…

ଡକ୍ଟର ଦେବ୍ ମହାନ୍ତି ପବ୍ଲିକ ସ୍କୁଲରେ ଶତପ୍ରତିଶତ ରେଜଲ୍ଟ

ଭୁବନେଶ୍ୱର : କୋଭିଡ କଟକଣା । ଜୀବନ ଓ ଜୀବିକା ବଞ୍ଚାଇବା ଚିନ୍ତାରେ ଥିଲେ ଅବିଭାବକ । ଏସବୁ ଭିତରେ କିନ୍ତୁ ଗ୍ରାମାଞ୍ଚଳର ଛାତ୍ର ଛାତ୍ରୀ ମାନେ ସିବିଏସଇ ଦଶମ ଶ୍ରେଣୀ ରେଜଲ୍ଟ ବେଶ ଭଲ କରିଛନ୍ତି । କଟକ ଜିଲ୍ଲା…

ଓଡ଼ିଶା ଫେରିଲେ ଦୂତୀ, ବଖାଣିଲେ ଅଲିମ୍ପିକ୍ ଅନୁଭୂତି

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଟୋକିଓ ଅଲିମ୍ପିକ ଯାତ୍ରା ସାରି ଆଜି ଓଡ଼ିଶା ପହଞ୍ଚିଛନ୍ତି ଧାବିକା ଦୂତୀ ଚାନ୍ଦ । ଏହି ଅବସରରେ ବିଜୁ ପଟ୍ଟନାୟକ ବିମାନବନ୍ଦରରେ ଅନେକ ଶୁଭେଚ୍ଛୁ ଓ ସମର୍ଥକ ତାଙ୍କୁ ସ୍ୱାଗତ ଜଣାଇଥିଲେ ।…

ବେଲଗାମ୍ ଘୋଡ଼ାକୁ କଣ୍ଟ୍ରୋଲ କରିବା ନିହାତି ଦରକାର, ଯୋଗୀ କାହାକୁ ଏପରି କହିଲେ?

ନୂଆଦିଲ୍ଲୀ: ବର୍ତ୍ତମାନ ସମୟରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଏକ ବୟାନକୁ ନେଇ ଖୁବ୍ ଚର୍ଚ୍ଚା ହେଉଛି । ସୋସିଆଲ ମିଡିଆକୁ ଯୋଗୀ ଏକ ବେଲଗାମ୍ ଘୋଡ଼ା ବୋଲି ଆକ୍ଷେପ କରିଛନ୍ତି । ଏଥିସହ ଏହାକୁ…

ଏମାନେ ହେଉଛନ୍ତି ଦେଶର ଭବିଷ୍ୟତ, ଶିଶୁମାନଙ୍କୁ ସ୍ୱାଧୀନତା ଦିବସରେ ଦିଅନ୍ତୁ ଦେଶପ୍ରେମର ବାର୍ତ୍ତା

ନୂଆଦିଲ୍ଲୀ: ଆସନ୍ତା ଅଗଷ୍ଟ ୧୫ ତାରିଖରେ ଭାରତ ପାଳନ କରିବାକୁ ଯାଉଛି ୭୫ତମ ସ୍ୱାଧୀନତା ଦିବସ । ଏହି ଦିବସରେ ଭାରତର ବୀର ସଂଗ୍ରାମୀମାନେ ଅସହ୍ୟ ନିର୍ଯାତନା ସହି ଦେଶକୁ ବ୍ରିଟିଶ କବଳରୁ ମୁକ୍ତ କରିଥିଲେ । ଏହି…

ଟୋକିଓ ଅଲିମ୍ପିକ୍: ଆଜି ଅପରାହ୍ଣରେ ଭାରତ-ପାକ୍ କଡ଼ା ଟକ୍କର

ନୂଆଦିଲ୍ଲୀ: ଆଜି ଟୋକିଓ ଅଲିମ୍ପିକରେ ଭାରତ-ପାକ୍ ଟକ୍କର ଦେଖିବାକୁ ମିଳିବ । ଆଜି ୧୬ତମ ଦିନରେ ଜାଭେଲିନ୍ ଥ୍ରୋରେ ଉଭୟ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ମୁହାଁମୁହିଁ ହେବାକୁ ଯାଉଛନ୍ତି । ଭାରତର ନିରଜ ଚୋପ୍ରା ଓ…