ରାଜ୍ୟ ଏଡସ୍ କଣ୍ଟ୍ରୋଲ ସୋସାଇଟି ପକ୍ଷରୁ ବିଜ୍ଞପ୍ତି: ପୂରଣ ହେବ ମେଡିକାଲ ଅଫିସର, କାଉନସେଲର ଓ ଡାଟା ମ୍ୟାନେଜର ପଦ
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟ ସରକାରଙ୍କ ତରଫରୁ ପୁଣି ଆସିଛି ଏକ ନିଯୁକ୍ତି ସୁଯୋଗ । ଓଡ଼ିଶା ରାଜ୍ୟ ଏଡ୍ସ ନିୟନ୍ତ୍ରଣ ସୋସାଇଟି (ଓସାକ୍ସ) ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ଅଗଷ୍ଟ ୨୨ ଆବେଦନର…