fbpx

ରାଜ୍ୟର ୨୮ଟି ଜିଲ୍ଲା ହେବ ଅନଲକ୍! ଫୋକସରେ ରହିବ ଅଧିକ ସଂକ୍ରମିତ ଅଞ୍ଚଳ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା ଆଂଶିକ ଲକଡାଉନର ଅବଧି ଆସନ୍ତା ୧୬ ତାରିଖ ସକାଳ ୫ଟାରେ ସମାପ୍ତ ହେବ । ତେଣୁ କୋଭିଡ୍ କଟକଣା ନେଇ ସରକାରଙ୍କର କ’ଣ ଆଭିମୁଖ୍ୟ ରହିବ, ତାହାକୁ…

ଶରଧାବାଲିରେ ତିନି ରଥ, ଆଜି ଆଡ଼ପ ମଣ୍ଡପ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ବିନା ଭକ୍ତରେ ରୀତିନୀତି ଅନୁଯାୟୀ ପାଳିତ ହୋଇଯାଇଛି । ଗତକାଲି ମହାପ୍ରଭୁ ଶ୍ରୀଜଗନ୍ନାଥ, ମାଆ ସୁଭଦ୍ରା ଓ ପ୍ରଭୁ…

ଡେବିଟ୍ କାର୍ଡ କ୍ଲୋନିଂ ସାଇବର ଠକଙ୍କ ନୂଆ ଅସ୍ତ୍ର, ଜାଣନ୍ତୁ ଏଥିରୁ ବର୍ତ୍ତିବେ କିପରି

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ବର୍ତ୍ତମାନ ରାଜ୍ୟରେ ସାଇବର ଠକେଇ ବଢ଼ି ଚାଲିଛି । ପୂର୍ବରୁ ରାଜ୍ୟରେ ହେଉଥିବା ସାଇବର ଠକେଇର ଲିଙ୍କ ରାଜ୍ୟ ବାହାରେ ରହୁଥିବା ବେଳେ ଏବେ ରାଜ୍ୟ ଭିତରର ଠକଙ୍କ ଉତ୍ପାତ ଦେଖିବାକୁ ମିଳୁଛି…

ଦେଶରେ ପୁଣି ବଢ଼ିଲା କରୋନା, ଆଜି ୨୦୨୦ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ଦେଶରେ ଗତ କିଛିଦିନ ଧରି କରୋନା ସଂକ୍ରମଣ ଓ ମୃତ୍ୟୁସଂଖ୍ୟା ହ୍ରାସବୃଦ୍ଧି ଘଟିଥିବା ବେଳେ ଆଜି ସାମାନ୍ୟ ବୃଦ୍ଧି ପାଇଛି । ବିଭିନ୍ନ ରାଜ୍ୟରେ ଲାଗୁ କରାଯାଇଥିବା କଟକଣାର ଫଳସ୍ୱରୂପ ଦେଶରେ ଧିରେଧିରେ…

କରୋନା କଟକଣା ପାଇଁ ପୁରୀ ଯିବା ମନା, ଘରେ କୁନି ରଥ ତିଆରି କରି ଟାଣିଲେ ସପରିବାର

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅନୁଷ୍ଠିତ ହୋଇଯାଇଛି । ତେବେ ଚଳିତ ବର୍ଷ ଘୋଷଯାତ୍ରାରେ କୋଭିଡ୍ ପାଇଁ ଭକ୍ତମାନଙ୍କୁ ବଡ଼ଦାଣ୍ଡକୁ ଯିବାକୁ ଅନୁମତି…

ରାଜ୍ୟ ମନ୍ତ୍ରିମଣ୍ଡଳରୁ ବିଦା ହେବେ ୪ ମନ୍ତ୍ରୀ! ଏବେଠାରୁ ଆରମ୍ଭ ହେଲାଣି ବ୍ଲୁ ପ୍ରିଣ୍ଟ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମନ୍ତ୍ରିମଣ୍ଡଳ ପରିବର୍ତ୍ତନ ପରେ ଏବେ ରାଜ୍ୟର ପାଳି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ନିଜ ମନ୍ତ୍ରିମଣ୍ଡଳର କିଛି ପୁରୁଣା…

କାନ୍ସ ସମାରୋହରେ ଭାରତୀୟ ମହିଳାଙ୍କୁ ନେଇ ଚର୍ଚ୍ଚା, ମାତୃତ୍ୱ ଉପରେ ଦେଲେ ନୂଆ ସନ୍ଦେଶ

ନୂଆଦିଲ୍ଲୀ: ବର୍ତ୍ତମାନ ସମୟରେ ଭାରତୀୟ ମଡେଲ୍ ଦୀପା ଖୋସଲାଙ୍କୁ ନେଇ ସୋସିଆଲ ମିଡିଆରେ ବହୁତ ଚର୍ଚ୍ଚା ହେଉଛି । କାନ୍ସ ସମାରୋହରେ ହଳଦିଆ ରଙ୍ଗର ଆକର୍ଷଣୀୟ ଡ୍ରେସ୍ ପିନ୍ଧିବା ସାଙ୍ଗକୁ ବ୍ରେଷ୍ଟ ପମ୍ପକୁ ନେଇ ଦୀପା…

NEET ଆବେଦନ ପ୍ରକ୍ରିୟା ଆଜିଠାରୁ ଆରମ୍ଭ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ମେଡିକାଲ ପ୍ରବେଶିକା ଏନଇଇଟି ପରୀକ୍ଷା ପାଇଁ ଆଜିଠାରୁ ଆରମ୍ଭ ହେବ ଅନଲାଇନ୍ ପ୍ରକ୍ରିୟା । ଏନଟିଏ ୱେବସାଇଟରେ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ । ଆଜି ଅପରାହ୍ନ ୫ଟାରୁ ଅନଲାଇନରେ…

ଆଜି ରାଜ୍ୟରେ ୬୮ ଜଣଙ୍କର କରୋନାରେ ମୃତ୍ୟୁ

ଭୁବନେଶ୍ୱର, (ଓଡିଶା ଭାସ୍କର): ଆଜି ରାଜ୍ୟରେ କରୋନା ମୃତ୍ୟୁ ରେକର୍ଡ ପାର କରିଛି । ଗତ ଆଠଦିନ ହେଲା କରୋନାରେ ୫୦ରୁ ଅଧିକ ଲୋକ ମୃତ୍ୟୁବରଣ କରୁଥିବା ଦେଖାଯାଉଛି । କରୋନା ରାଜ୍ୟକୁ ସମ୍ପୂର୍ଣ୍ଣ ଭାବେ କବଳିତ…

ଆଜି ରାଜ୍ୟରୁ ଚିହ୍ନଟ ହେଲେ ୧୯୩୦ ପଜିଟିଭ୍, ଜାଣନ୍ତୁ କେଉଁଠୁ କେତେ

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କ୍ରମଶଃ କରୋନାର ସ୍ଥିତି ସ୍ୱାଭାବିକ ହେବାରେ ଲାଗିଛି । ଗତ ୩ ମାସର ବ୍ୟବଧାନ ପରେ ପ୍ରଥମ ଥର ପାଇଁ ଗତକାଲି ୨ ହଜାର ତଳକୁ ଦୈନିକ ସଂକ୍ରମଣ ଖସିଥିଲା । ଗତ ଏପ୍ରିଲ ୧୨…