fbpx

ଆଜି ରାଜ୍ୟରୁ ଚିହ୍ନଟ ହେଲେ ୩୪୫୬ ପଜିଟିଭ୍

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି । ଲକଡାଉନ୍, ସଟଡାଉନ୍ ଓ କର୍ଫ୍ୟୁ ଆଦି କଟକଣା ସହ ଜନସାଧାରଣଙ୍କ କୋଭିଡ୍ ସଚେତନତା ଯୋଗୁଁ କରୋନା ନିମ୍ନମୁଖୀ ହେବାରେ…

କନ୍ଧମାଳରୁ ବିପୁଳ ମାଓ ସାମଗ୍ରୀ ଜବତ: ପୋଲିସ-ମାଓବାଦୀ ଗୁଳି ବିନିମୟ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): କନ୍ଧମାଳ ଜିଲ୍ଲା କୁମ୍ଭହାରୁ ଗ୍ରାମ ନିକଟରେ ସୁରକ୍ଷା ବାହିନୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି । ମାଓଙ୍କ ମୁକାବିଲା ପାଇଁ କନ୍ଧମାଳ ଜିଲ୍ଲାର ଏସଓଜି ଓ ଡିଭିଏଫ ସୁରକ୍ଷା…

କରୋନାକୁ ନେଇ ରାହୁଲ ଗାନ୍ଧି ଜାରି କଲେ ଶ୍ୱେତପତ୍ର, ତୃତୀୟ ଲହର ପାଇଁ ପ୍ରସ୍ତୁତ ରହିବାକୁ ଦେଲେ ଚେତାବନୀ

ନୂଆଦିଲ୍ଲୀ: କଂଗ୍ରେସର ପାର୍ଟିର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧି କୋଭିଡ୍-୧୯ ମହାମାରୀ ସ୍ଥିତିକୁ ନେଇ ଏକ ଶ୍ୱେତପତ୍ର ଜାରି କରିଛନ୍ତି । ଏହି ଅବସରରେ ରାହୁଲ କେନ୍ଦ୍ର ସରକାରଙ୍କୁ ତୃତୀୟ ଲହର ପାଇଁ ପ୍ରସ୍ତୁତ…

୨୦୨୨ ୟୁପି ନିର୍ବାଚନ ପାଇଁ ଶକ୍ତି ସଂଗ୍ରହ କରୁଛି ବିଜେପି, ଯଦି ଜରୁରୀ ପଡ଼େ…

ନୂଆଦିଲ୍ଲୀ: ପଶ୍ଚିମବଙ୍ଗରେ ଦୟନୀୟ ପ୍ରଦର୍ଶନ ପରେ ଏବେ ବିଜେପିର ଫୋକସରେ ରହିଛି ଉତ୍ତରପ୍ରଦେଶ । ଆସନ୍ତା ବର୍ଷ ୟୁପିରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବାରୁ ଏବେଠାରୁ ସଂଗଠନ ସଜାଡ଼ିବାରେ ଲାଗିପଡ଼ିଛି…

IAS ଅଧିକାରୀ ସ୍ତରରେ ଅଦଳବଦଳ

ନୂଆଦିଲ୍ଲୀ: ସର୍ବଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍) ଅଧିକାରୀ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି । ଗୁଜରାଟ ସରକାର ୭୭ ଜଣ ଆଇଏଏସ ଅଧିକାରୀଙ୍କୁ ଅଦଳବଦଳ କରିଛନ୍ତି । ଏହି ଅଧିକାରୀଙ୍କ ମଧ୍ୟରେ ମୁଖ୍ୟ ସଚିବ,…

ଦେଶରେ କମୁଛି କରୋନାର ପ୍ରଭାବ: ଆଜି ୧୧୬୭ ଆକ୍ରାନ୍ତଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ଦେଶରେ କ୍ରମଶଃ କରୋନାର ପ୍ରଭାବ ହ୍ରାସ ପାଇବାରେ ଲାଗିଛି । ବିଭିନ୍ନ ରାଜ୍ୟରେ ଲାଗୁ କରାଯାଇଥିବା କଟକଣାର ଫଳସ୍ୱରୂପ ଦେଶରେ ଧିରେଧିରେ କରୋନା ନିମ୍ନମୁଖୀ ହେବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ…

କରୋନା ରୋଗୀଙ୍କ ପାଇଁ ଜନସାଧାରଣଙ୍କ ସହାୟତା ଟଙ୍କା ରୋଜଗାରର ଏକ ମାଧ୍ୟମ ନୁହେଁ ତ? ଜାଣନ୍ତୁ ଏହା ପଛର ସତ୍ୟତା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): କରୋନାର ଦ୍ୱିତୀୟ ଲହର ଆଜି ସମଗ୍ର ବିଶ୍ୱକୁ ଥରହର କରିଦେଇଛି । ଭାଇରସ୍ ସଂକ୍ରମଣରେ ବହୁ ଲୋକ ମୃତ୍ୟୁବରଣ କରିବା ସହ ଅନେକଙ୍କ ପରିବାର ଲୋପ ପାଇଯାଇଛି । ବହୁ ଲୋକ ନିଜର ଜୀବିକା ହରାଇ…

ରାଜ୍ୟରେ କମିବାରେ ଲାଗିଛି କରୋନା: ଆଜି ଚିହ୍ନଟ ହେଲେ ୨୯୫୭ ପଜିଟିଭ୍

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି । ଲକଡାଉନ୍, ସଟଡାଉନ୍ ଓ କର୍ଫ୍ୟୁ ଆଦି କଟକଣା ସହ ଜନସାଧାରଣଙ୍କ କୋଭିଡ୍ ସଚେତନତା ଯୋଗୁଁ କରୋନା ନିମ୍ନମୁଖୀ ହେବାରେ…

ଆଶଙ୍କା ବଢ଼ାଉଛି କରୋନା: ଆଜି ରାଜ୍ୟରେ ୩୮ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ଆୟତ୍ତକୁ ଆସିଯାଇଥିବା ବେଳେ ମୃତ୍ୟୁର କିନ୍ତୁ ଲଗାମ୍ ନାହିଁ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଗତ ୨୪…

ବିଶ୍ୱରେ କରୋନା ମୃତ୍ୟୁସଂଖ୍ୟା ୩୮.୮୮ ଲକ୍ଷରେ ପହଞ୍ଚିଲା

ନୂଆଦିଲ୍ଲୀ: ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୩୮ ଲକ୍ଷ ୮୮ ହଜାର ୩୫୫ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭ କୋଟି ୯୫ ଲକ୍ଷ ୩୪…