fbpx

ଦୁଇ ଯାତ୍ରୀବାହୀ ଟ୍ରେନ୍ ମୁହାଁମୁହିଁ ଧକ୍କା: ମୃତକଙ୍କ ସଂଖ୍ୟା ୩୦ ଛୁଇଁଲା, ୫୦ ଆହତ, ଉଦ୍ଧାର କାର୍ଯ୍ୟ ଜାରି

ଇସଲାମାବାଦ: କରୋନା କାଳରେ ପାକିସ୍ତାନରେ ଏକ ବଡ଼ଧରଣର ରେଳ ଦୁର୍ଘଟଣା ଘଟିଛି । ଏହି ଭୟଙ୍କର ଦୁର୍ଘଟଣାରେ ୩୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି । ଦୁଇଟି ଟ୍ରେନ୍ ପରସ୍ପର ସହ ଧକ୍କା ହେବା ଫଳରେ ଏହି ଦୁର୍ଘଟଣା ସଂଘଟିତ…

ଓଡ଼ିଶାରୁ ୪୧ ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୧ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା…

ଓଡ଼ିଶାରେ ନିମ୍ନମୁଖୀ ହେଲା କରୋନା ଗ୍ରାଫ୍: ଆଜି ଚିହ୍ନଟ ହେଲେ ୬୧୧୮ ପଜିଟିଭ୍

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ଗ୍ରାଫ୍ କ୍ରମଶଃ ନିମ୍ନମୁଖୀ ହେବାରେ ଲାଗିଛି । ପୂର୍ବରୁ ସଂକ୍ରମଣ ଗୋଟିଏ ଦିନ ହ୍ରାସ ପାଇବା ପରେ ପୁଣି ପରଦିନ ବୃଦ୍ଧି ପାଉଥିବାର ଦେଖିବାକୁ ମିଳୁଥିଲା । ବର୍ତ୍ତମାନ…

କରୋନା ସଂକ୍ରମଣରୁ ରକ୍ଷା ପାଇବାକୁ ହେଲେ ମାସ୍କ ପିନ୍ଧିବା ନିହାତି ଜରୁରୀ: ଏବେ କିନ୍ତୁ ମାସ୍କ ପିନ୍ଧିଲେ ଗଣିବେ ଫାଇନ୍, ଜାଣନ୍ତୁ କେଉଁଠି ଓ…

ନୂଆଦିଲ୍ଲୀ: ବର୍ତ୍ତମାନ ସମଗ୍ର ଦେଶବାସୀ କରୋନାର ଦ୍ୱିତୀୟ ଲହରକୁ ନେଇ ଆଶଙ୍କା ମଧ୍ୟରେ ରହିଛନ୍ତି । ଘରେ, ବାହାରେ ମାସ୍କ ପିନ୍ଧିବା ଏକପ୍ରକାର ବାଧ୍ୟତାମୂଳକ କରାଯାଇଛି । ଏପରିକି ସଂକ୍ରମଣକୁ ରକ୍ଷା ପାଇବାକୁ ହେଲେ…

ବିଶ୍ୱରେ କରୋନା ମୃତ୍ୟୁସଂଖ୍ୟା ୩୭.୪୩ ଲକ୍ଷରେ ପହଞ୍ଚିଲା

ନୂଆଦିଲ୍ଲୀ: ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୩୭ ଲକ୍ଷ ୪୩ ହଜାର ୬୮୦ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭ କୋଟି ୪୦ ଲକ୍ଷ ୩୯…

IAS ଅଧିକାରୀ ସ୍ତରରେ ଅଦଳବଦଳ

ରାୟପୁର: ଛତିଶଗଡ଼ ସରକାର ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍) ଅଧିକାରୀଙ୍କ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରିଛନ୍ତି । ସରକାର ୯ କଲେକ୍ଟରଙ୍କ ସମେତ ୨୯ ଅଧିକାରୀଙ୍କୁ ଅଦଳବଦଳ କରିଥିବା ଜଣାପଡ଼ିଛି । କୃଷି ବିଭାଗ ସଚିବ…

ମୃତ୍ୟୁସଂଖ୍ୟାରେ ୧ ଲକ୍ଷ ପାର୍ କରିଛନ୍ତି ୭ଟି ଦେଶ: ଦୁଇ ଦିନ ମଧ୍ୟରେ ମହାରାଷ୍ଟ୍ର ସେଇ ଅଲୋଡ଼ା ସ୍ଥାନରେ ପହଞ୍ଚିବ

ମୁମ୍ବାଇ: ସମଗ୍ର ଦେଶରେ କରୋନାର ଦ୍ୱିତୀୟ ଲହର ଧିରେଧିରେ ଶିଥିଳ ପଡ଼ୁଥିବା ଦେଖିବାକୁ ମିଳିଲାଣି । ମହାରାଷ୍ଟ୍ର ଦ୍ୱିତୀୟ ଲହରରେ ସବୁଠାରୁ ବେଶି ପ୍ରଭାବିତ ହୋଇଛି । ପୃଥିବୀର ୭ଟି ଦେଶରେ ୧ ଲକ୍ଷରୁ ଅଧିକ ଲେଖାଏଁ ଲୋକ…

‘ଲୋକମାନେ ବିବାହ କାହିଁକି କରନ୍ତି?’ ନୋବେଲ୍ ବିଜୟିନୀ ମଲାଲାଙ୍କ ମନ୍ତବ୍ୟକୁ ନେଇ ତେଜିଲା ବିବାଦ

ଇସଲାମାବାଦ: ବିଶ୍ୱର ସର୍ବକନିଷ୍ଠ ନୋବେଲ ଶାନ୍ତି ପୁରସ୍କାର ବିଜୟିନୀ ମଲାଲା ୟୁସୁଫୁଜାଇ ବିବାହକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି । ମଲାଲା କହିଛନ୍ତି ଯେ- ‘ଲୋକମାନେ ବିବାହ କାହିଁକି କରନ୍ତି, ମୋତେ…

ଦେଶରେ କରୋନା ସଂକ୍ରମଣ ନିମ୍ନମୁଖୀ: ଆଜି ୨୬୭୭ ଜଣଙ୍କ ମୃତ୍ୟୁ, ୧.୧୪ ଲକ୍ଷ ପଜିଟିଭ୍

ନୂଆଦିଲ୍ଲୀ : ଦେଶରେ କରୋନାର ପ୍ରକୋପ ଜାରି ରହିଛି । ତେବେ ଗତ କିଛି ଦିନ ଧରି ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ଘଟିଥିବା ଦେଖିବାକୁ ମିଳିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୨୬୭୭ ଜଣଙ୍କ…

କଂଗ୍ରେସ ନେତା ତାରା ପ୍ରସାଦ ବାହିନୀପତି କରୋନାରେ ଆକ୍ରାନ୍ତ

ଭୁବନେଶ୍ୱର, (ଓଡିଶା ଭାସ୍କର): ବରିଷ୍ଠ କଂଗ୍ରେସ ନେତା ତଥା ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି କରୋନାରେ ଆକ୍ରାନ୍ତ ହୋଇଛନ୍ତି । କରୋନା ପିଜିଟିଭ୍ ରିପୋର୍ଟ ଆସିବା ପରେ ସେ ରାଜଧାନୀ ଭୁବନେଶ୍ୱରର ସମ୍…