ମୋଦୀଙ୍କ ଟିମରେ ପଶ୍ଚିମବଙ୍ଗରୁ ୪ ନୂଆ ମୁହଁ, ବଢ଼ିବ ମମତାଙ୍କ ଟେନସନ୍

ନୂଆଦିଲ୍ଲୀ: ପଶ୍ଚିମଙ୍ଗରେ ବିଧାନସଭା ନିର୍ବାଚନ ସରିଥିଲେ ମଧ୍ୟ ବିଜେପି ଓ ଓ ଟିଏମସି ମଧ୍ୟରେ ଯୁଦ୍ଧ ଅବ୍ୟାହତ ରହିଛି ଓ ଏହା ଆଗକୁ ବୋଧହୁଏ ଜାରି ରହିବ । ଦୁଇଦିନ ତଳେ ପୁନର୍ଗଠିତ ହୋଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଦେଶରେ ପୁଣି ବଢ଼ିଲା କରୋନା ସଂକ୍ରମଣ, ଆଜି ୯୧୧ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ଦେଶରେ ଗତ କିଛିଦିନ ଧରି କରୋନା ସଂକ୍ରମଣ ଓ ମୃତ୍ୟୁସଂଖ୍ୟା ହ୍ରାସ ପାଇଥିବା ବେଳେ ଆଜି ସାମାନ୍ୟ ବୃଦ୍ଧି ପାଇଛି । ବିଭିନ୍ନ ରାଜ୍ୟରେ ଲାଗୁ କରାଯାଇଥିବା କଟକଣାର ଫଳସ୍ୱରୂପ ଦେଶରେ ଧିରେଧିରେ କରୋନା…

ଅଶ୍ୱିନୀ ହୋଇପାରନ୍ତି ଓଡ଼ିଶାରେ ବିଜେପିର ଭବିଷ୍ୟତର ଚେହେରା, ମୋଦୀଙ୍କ ପରିବର୍ତ୍ତନ ପଛରେ କ’ଣ ରହିଛି ରହସ୍ୟ, ଜାଣନ୍ତୁ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମନ୍ତ୍ରିମଣ୍ଡଳ ପରିବର୍ତ୍ତନ ପରେ ଏବେ ପାୱାର କରିଡରକୁ ନେଇ ସବୁଆଡ଼େ ଚର୍ଚ୍ଚା । ଓଡ଼ିଶାରେ ସବୁଠାରୁ ବେଶି ଚର୍ଚ୍ଚାରେ ରହିଛନ୍ତି ରାଜ୍ୟସଭା ସାଂସଦ…

ଆଜି ୫ ଜିଲ୍ଲାରେ ବନ୍ଦ ରହିବ ଟିକାକରଣ, ରାଜ୍ୟରେ ଟିକାର ଅଭାବ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ପୁଣି ଦେଖାଦେଇଛି ଟିକାର ଅଭାବ । ସେଥିପାଇଁ ଆଜି ରାଜ୍ୟର ୫ଟି ଜିଲ୍ଲାରେ ଟିକାକରଣ ବନ୍ଦ ରହିବ । ରାଜ୍ୟର ଏକାଧିକ ଜିଲ୍ଲାରେ କୋଭିସିଲ୍ଡ ଟିକା ନଥିବାରୁ ଟିକାକରଣକୁ ବନ୍ଦ…

ରାଜ୍ୟରେ କରୋନାର ସ୍ଥିତି ଅସ୍ପଷ୍ଟ, ଆଜି ୨୮୦୬ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ ଦୈନିକ ସଂକ୍ରମଣ ୧୨ ହଜାରରୁ ହ୍ରାସ ପାଇ ୩ ହଜାରରେ ପହଞ୍ଚିବା ପରେ ଆଶା କରାଯାଉଥିଲା ଖୁବଶୀଘ୍ର ଏହି ସଂଖ୍ୟା ନିମ୍ନସ୍ତରରେ ପହଞ୍ଚିବ । ମାତ୍ର ରାଜ୍ୟରେ କରୋନା କଟକଣା ଲାଗୁ…

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ରଥଯାତ୍ରାରେ ମଠମାନଙ୍କର ଭୂମିକା କ’ଣ, ଆସନ୍ତୁ ଜାଣିବା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସମସ୍ତ ପରମ୍ପରା, ରୀତିନୀତି ସହିତ ମଠମାନଙ୍କର ସମ୍ପର୍କ ବହୁ ପୁରୁଣା । ତେବେ ସମୟସ୍ରୋତରେ କିଛି ପରମ୍ପରା ହଜିଯାଇଥିଲେ ମଧ୍ୟ କିଛି ଏବେ ବି ଜୀବିତ ରହିଛି ।…

ରେକର୍ଡ ସ୍ତରରେ ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା, ଆଜି ୬୧ ଜଣ ଟଳିଲେ

ଭୁବନେଶ୍ୱର, (ଓଡିଶା ଭାସ୍କର): ଆଜି ରାଜ୍ୟରେ କରୋନା ମୃତ୍ୟୁ ରେକର୍ଡ ପାର କରିଛି । ଗତ ଚାରିଦିନ ହେଲା କରୋନାରେ ୫୦ରୁ ଅଧିକ ଲୋକ ମୃତ୍ୟୁବରଣ କରୁଥିବା ଦେଖାଯାଉଛି । କରୋନା ରାଜ୍ୟକୁ ସମ୍ପୂର୍ଣ୍ଣ ଭାବେ କବଳିତ…

ଆଦିତ୍ୟ ଦାଶଙ୍କ ମୃତ୍ୟୁ ରହସ୍ୟ: ବର୍ଷେ ପରେ ବି ପୋଲିସ ହାତ ଖାଲି

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଗତବର୍ଷ ଯୁବ ସମାଜସେବୀ ଆଦିତ୍ୟ ଦାଶଙ୍କ ମୃତ୍ୟୁ ଘଟିଥିଲା । ବିଦ୍ୟାଶ୍ରୀଙ୍କୁ ବିବାହ କରିବାର ମାତ୍ର ୨୭ ଦିନ ମଧ୍ୟରେ ତାଙ୍କର ମୃତ୍ୟୁକୁ ନେଇ ସାରା ରାଜ୍ୟରେ ହଇଚଇ ସୃଷ୍ଟି ହୋଇଥିଲା ।…

ମାନବ ଶୃଙ୍ଖଳ ମଧ୍ୟରେ ଦିଲୀପଙ୍କ ବାସଭବନକୁ ନିଆଯାଉଛି ତାଙ୍କର ମରଶରୀର

ନୂଆଦିଲ୍ଲୀ: ବଲିଉଡର କିମ୍ବଦନ୍ତୀ ଅଭିନେତା ଦିଲୀପ କୁମାରଙ୍କ ମୃତ୍ୟୁ ଦେଶବାସୀଙ୍କ ମନରେ ଗଭୀର ଦୁଃଖ ଆଣିଦେଇଛି । ୯୮ ବର୍ଷରେ ମୁମ୍ବାଇର ହିନ୍ଦୁଜା ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଦିଲୀପଙ୍କର ଦେହାନ୍ତ…

ପୁରୀରେ କେନ୍ଦ୍ରୀୟ ଟିମ୍, କୋଭିଡ୍ ସ୍ଥିତିର କରିବେ ସମୀକ୍ଷା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ କୋଭିଡ୍ ସ୍ଥିତିର ଅନୁଧ୍ୟାନ କରିବା ପାଇଁ ଆସିଥିବା କେନ୍ଦ୍ରୀୟ କୋଭିଡ୍ ଟିମ୍ ଆଜି ପୁରୀରେ ପହଞ୍ଚିଛନ୍ତି । ପୁରୀରେ ପହଞ୍ଚିବା ପରେ ଟିମର ସଦସ୍ୟମାନେ ଜିଲ୍ଲାର କୋଭିଡ୍ ସଂକ୍ରମଣ…