Breaking News ଡକ୍ଟର ଦେବ୍ ମହାନ୍ତି ପବ୍ଲିକ ସ୍କୁଲରେ ଶତପ୍ରତିଶତ ରେଜଲ୍ଟ Manas Pradhan Aug 7, 2021 ଭୁବନେଶ୍ୱର : କୋଭିଡ କଟକଣା । ଜୀବନ ଓ ଜୀବିକା ବଞ୍ଚାଇବା ଚିନ୍ତାରେ ଥିଲେ ଅବିଭାବକ । ଏସବୁ ଭିତରେ କିନ୍ତୁ ଗ୍ରାମାଞ୍ଚଳର ଛାତ୍ର ଛାତ୍ରୀ ମାନେ ସିବିଏସଇ ଦଶମ ଶ୍ରେଣୀ ରେଜଲ୍ଟ ବେଶ ଭଲ କରିଛନ୍ତି । କଟକ ଜିଲ୍ଲା…
Breaking News ଓଡ଼ିଶା ଫେରିଲେ ଦୂତୀ, ବଖାଣିଲେ ଅଲିମ୍ପିକ୍ ଅନୁଭୂତି Manas Pradhan Aug 7, 2021 ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଟୋକିଓ ଅଲିମ୍ପିକ ଯାତ୍ରା ସାରି ଆଜି ଓଡ଼ିଶା ପହଞ୍ଚିଛନ୍ତି ଧାବିକା ଦୂତୀ ଚାନ୍ଦ । ଏହି ଅବସରରେ ବିଜୁ ପଟ୍ଟନାୟକ ବିମାନବନ୍ଦରରେ ଅନେକ ଶୁଭେଚ୍ଛୁ ଓ ସମର୍ଥକ ତାଙ୍କୁ ସ୍ୱାଗତ ଜଣାଇଥିଲେ ।…
Breaking News ବେଲଗାମ୍ ଘୋଡ଼ାକୁ କଣ୍ଟ୍ରୋଲ କରିବା ନିହାତି ଦରକାର, ଯୋଗୀ କାହାକୁ ଏପରି କହିଲେ? Manas Pradhan Aug 7, 2021 ନୂଆଦିଲ୍ଲୀ: ବର୍ତ୍ତମାନ ସମୟରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଏକ ବୟାନକୁ ନେଇ ଖୁବ୍ ଚର୍ଚ୍ଚା ହେଉଛି । ସୋସିଆଲ ମିଡିଆକୁ ଯୋଗୀ ଏକ ବେଲଗାମ୍ ଘୋଡ଼ା ବୋଲି ଆକ୍ଷେପ କରିଛନ୍ତି । ଏଥିସହ ଏହାକୁ…
Breaking News ଏମାନେ ହେଉଛନ୍ତି ଦେଶର ଭବିଷ୍ୟତ, ଶିଶୁମାନଙ୍କୁ ସ୍ୱାଧୀନତା ଦିବସରେ ଦିଅନ୍ତୁ ଦେଶପ୍ରେମର ବାର୍ତ୍ତା Manas Pradhan Aug 7, 2021 ନୂଆଦିଲ୍ଲୀ: ଆସନ୍ତା ଅଗଷ୍ଟ ୧୫ ତାରିଖରେ ଭାରତ ପାଳନ କରିବାକୁ ଯାଉଛି ୭୫ତମ ସ୍ୱାଧୀନତା ଦିବସ । ଏହି ଦିବସରେ ଭାରତର ବୀର ସଂଗ୍ରାମୀମାନେ ଅସହ୍ୟ ନିର୍ଯାତନା ସହି ଦେଶକୁ ବ୍ରିଟିଶ କବଳରୁ ମୁକ୍ତ କରିଥିଲେ । ଏହି…
Breaking News ଟୋକିଓ ଅଲିମ୍ପିକ୍: ଆଜି ଅପରାହ୍ଣରେ ଭାରତ-ପାକ୍ କଡ଼ା ଟକ୍କର Manas Pradhan Aug 7, 2021 ନୂଆଦିଲ୍ଲୀ: ଆଜି ଟୋକିଓ ଅଲିମ୍ପିକରେ ଭାରତ-ପାକ୍ ଟକ୍କର ଦେଖିବାକୁ ମିଳିବ । ଆଜି ୧୬ତମ ଦିନରେ ଜାଭେଲିନ୍ ଥ୍ରୋରେ ଉଭୟ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ମୁହାଁମୁହିଁ ହେବାକୁ ଯାଉଛନ୍ତି । ଭାରତର ନିରଜ ଚୋପ୍ରା ଓ…
Breaking News ପତ୍ନୀଙ୍କ ନାମରେ ସମସ୍ତ ପ୍ରପର୍ଟି କରିଦେଲେ ଖାଲି ଫାଇଦା ହିଁ ଫାଇଦା, ଜାଣନ୍ତୁ କେଉଁ କ୍ଷେତ୍ରରେ ମହିଳାଙ୍କୁ ମିଳୁଛି ଅଧିକ ରିହାତି Manas Pradhan Aug 7, 2021 ନୂଆଦିଲ୍ଲୀ: ସାଧାରଣତଃ ଟ୍ୟାକ୍ସ ଛାଡ଼ କ୍ଷେତ୍ରରେ ଉଭୟ ପୁରୁଷ ଓ ମହିଳାଙ୍କୁ ସମାନ ମାତ୍ରାରେ ସୁବିଧା ଦିଆଯାଇଥାଏ । ମାତ୍ର ମହିଳାଙ୍କୁ ସୁଯୋଗ ଦେବା ଉଦ୍ଦେଶ୍ୟରେ କିଛି କ୍ଷେତ୍ରରେ ଅଧିକ ଟ୍ୟାକ୍ସ ଛାଡ଼ କରାଯାଇଥାଏ ।…
Breaking News ଖାଇବାର ତରିକା ବଦଳାନ୍ତୁ, ଅଧିକ ଶକ୍ତି ପାଆନ୍ତୁ Manas Pradhan Aug 7, 2021 ସୁସ୍ଥ ରହିବା ପାଇଁ ଖାଦ୍ୟ ଖାଇବା ନିହାତି ଆବଶ୍ୟକ । ତେବେ ଅଧିକାଂଶ ଲୋକ ବିଭିନ୍ନ ପ୍ରକାର ପୋଷକଯୁକ୍ତ ଖାଦ୍ୟ ସେବନ କରୁଥିଲେ ହେଁ ବିଭିନ୍ନ କାରଣରୁ ଶରୀରକୁ ଆବଶ୍ୟକ ମାତ୍ରାରେ ଶକ୍ତି ମିଳିପାରି ନଥାଏ । ଉଦାହରଣ…
Breaking News ଆଜି ରାଜ୍ୟରେ ୧୦୯୬ କରୋନା ପଜିଟିଭ୍, ଜାଣନ୍ତୁ କେଉଁଠୁ କେତେ Manas Pradhan Aug 7, 2021 ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କ୍ରମଶଃ କରୋନାର ସ୍ଥିତି ସ୍ୱାଭାବିକ ହେବାରେ ଲାଗିଥିଲେ ହେଁ ଆଶଙ୍କା ହଟିନାହିଁ । ତେଣୁ ଏହାକୁ ନଜରରେ ରଖି ବିଏମସି ପକ୍ଷରୁ ରାଜଧାନୀ ଭୁବନେଶ୍ୱରର ସମସ୍ତ ସରକାରୀ ଓ…
Breaking News ଟୋକିଓ ଅଲିମ୍ପିକ୍: ସେମିରେ ହାରିଲେ ବଜରଙ୍ଗ, ଏବେ ବ୍ରୋଞ୍ଜ ପଦକ ପାଇଁ ଲଢ଼ିବେ Manas Pradhan Aug 6, 2021 ନୂଆଦିଲ୍ଲୀ: ଆଜି ଟୋକିଓ ଅଲିମ୍ପିକର ୧୫ତମ ଦିବସ । ଆଜି ସେମିଫାଇନାଲରେ ପରାସ୍ତ ହୋଇଛନ୍ତି ଭାରତର କୁସ୍ତିଯୋଦ୍ଧା ବଜରଙ୍ଗ ପୁନିଆ । ଫଳରେ ଭାରତର ସ୍ୱର୍ଣ୍ଣ ଓ ରୌପ୍ୟ ପଦକ ଆଶା ମଉଳି ଯାଇଛି । ବଜରଙ୍ଗ ତାଙ୍କର…
Breaking News UNSCର ସ୍ଥାୟୀ ସଦସ୍ୟ ହେବ ଭାରତ! Manas Pradhan Aug 6, 2021 ନୂଆଦିଲ୍ଲୀ: ଭାରତ ୟୁଏନଏସସିର ସ୍ଥାୟୀ ସଦସ୍ୟ ହୋଇପାରେ । ସଂଯୁକ୍ତ ରାଷ୍ଟ୍ର ସୁରକ୍ଷା ପରିଷଦ (ୟୁଏନଏସସି)ର ସ୍ଥାୟୀ ଓ ଅସ୍ଥାୟୀ ରାଷ୍ଟ୍ରମାନଙ୍କ ସଂଖ୍ୟା ବୃଦ୍ଧି ନେଇ ଆମେରିକା ସହମତ ହୋଇଛି । ୟୁଏନଏସିରେ ସୁଧାର…