କରୋନା କବଳରେ ଓଡ଼ିଶା, ଆଜି ସର୍ବାଧିକ ରେକର୍ଡ ୫୨ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର, (ଓଡିଶା ଭାସ୍କର): କରୋନା ରାଜ୍ୟକୁ ସମ୍ପୂର୍ଣ୍ଣ ଭାବେ କବଳିତ କରିସାରିଛି, ଏହା ଆଜିର ମୃତ୍ୟୁ ସଂଖ୍ୟାରୁ ପ୍ରମାଣିତ ହୋଇଛି । ରାଜ୍ୟରେ କରୋନା ସଂକ୍ରମଣ ପ୍ରାୟତଃ ଆୟତ୍ତକୁ ଆସିଯାଇଥିବା ବେଳେ ମୃତ୍ୟୁର…

ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂହଙ୍କ ଅବସ୍ଥା ଗୁରୁତର

ନୂଆଦିଲ୍ଲୀ: ଉତ୍ତରପ୍ରଦେଶରେ ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂହ ପୁଣି ଅସୁସ୍ଥ ହୋଇପଡ଼ିଛନ୍ତି । ତେଣୁ ତାଙ୍କୁ ଚିକିତ୍ସା ନିମନ୍ତେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି । ଶ୍ରୀ ସିଂହଙ୍କର…

ବିଶ୍ୱରେ କରୋନା ମୃତ୍ୟୁସଂଖ୍ୟା ୩୯.୯୩ ଲକ୍ଷରେ ପହଞ୍ଚିଲା

ନୂଆଦିଲ୍ଲୀ: ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୩୯ ଲକ୍ଷ ୯୩ ହଜାର ୩୧୯ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮ କୋଟି ୪୫ ଲକ୍ଷ ୬୨…

ବିଗ୍ ବି’ଙ୍କ ବଙ୍ଗଳା ‘ପ୍ରତୀକ୍ଷା’କୁ ଭାଙ୍ଗିବ ବୁଲଡୋଜର୍, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ: ବିଗ୍ ବି’ ଅମିତାଭ ବଚ୍ଚନଙ୍କ ବଙ୍ଗଳା ‘ପ୍ରତୀକ୍ଷାକୁ ଭଙ୍ଗାଯିବ । ବୃହନ୍ନମୁମ୍ବାଇ ମହାନଗର ନିଗମ (ବିଏମସି) ବୁଲଡୋଜର ଲଗାଇ ଅମିତାଭଙ୍କ ବଙ୍ଗଳା ଭାଙ୍ଗିବ ବୋଲି ଜଣାପଡ଼ିଛି । ସନ୍ଥ ଜ୍ଞାନେଶ୍ୱର ମାର୍ଗରେ…

ଭୁବନେଶ୍ୱର ହେବ ସମ୍ପୂର୍ଣ୍ଣ ଟିକାକରଣରେ ପ୍ରଥମ ସହର

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱର ହେବ ସମ୍ପୂର୍ଣ୍ଣ ଟିକାକରଣରେ ପ୍ରଥମ ସହର । ଚଳିତ ମାସ ଶେଷ ସୁଦ୍ଧା ସହରକୁ ସମ୍ପୂର୍ଣ୍ଣ ଟିକାକରଣ କରିବାକୁ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ…

ଦେଶରେ କମୁଛି କରୋନା ସଂକ୍ରମଣ, ଆଜି ୯୫୫ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ଦେଶରେ କ୍ରମଶଃ କରୋନାର ପ୍ରଭାବ ହ୍ରାସ ପାଇବାରେ ଲାଗିଛି । ବିଭିନ୍ନ ରାଜ୍ୟରେ ଲାଗୁ କରାଯାଇଥିବା କଟକଣାର ଫଳସ୍ୱରୂପ ଦେଶରେ ଧିରେଧିରେ କରୋନା ନିମ୍ନମୁଖୀ ହେବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ…

୨୦୨୨ରେ ପୁରୀରୁ ଗଡ଼ିବ ବିମାନ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟବାସୀଙ୍କ ପାଇଁ ଖୁସି ଖବର । ୨୦୨୨ରେ ପୁରୀରୁ ଗଡ଼ିବ ବିମାନ । ରାଜ୍ୟରେ ପ୍ରତିଷ୍ଠା ହେବ ଦ୍ୱିତୀୟ ଅନ୍ତର୍ଜାତୀୟ ବିମାନ ବନ୍ଦର । ରାଜ୍ୟ ରାଜଧାନୀ ଭୁବନେଶ୍ୱରରେ ପୂର୍ବରୁ ବିଜୁ…

ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ ମମତା! ଜାଣନ୍ତୁ କ’ଣ ପାଇଁ ଓ କେବେ

ନୂଆଦିଲ୍ଲୀ: କୁହାଯାଏ, ରାଜନୀତିରେ କାଲି ଯିଏ ଶତ୍ରୁ, ଆଜି ସିଏ ମିତ୍ର । କେତେବେଳେ କ’ଣ ଘଟିବ ତାହା କହିବା ମୁସ୍କିଲ୍ । ଗୋଟିଏ ରାତି ମଧ୍ୟରେ ଦେଶର ତଥା ରାଜ୍ୟର ରାଜନୀତିକ ପାଣିପାଗ ପରିବର୍ତ୍ତନ ହୋଇଯାଉଥିବା ଅନେକ…

ରାଜ୍ୟରେ ଚିନ୍ତା ବଢ଼ାଉଛି କରୋନା ସଂକ୍ରମଣ, ଆଜି ୨୮୭୦ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ ଦୈନିକ ସଂକ୍ରମଣ ୧୨ ହଜାରରୁ ହ୍ରାସ ପାଇ ୩ ହଜାରରେ ପହଞ୍ଚିବା ପରେ ଆଶା କରାଯାଉଥିଲା ଖୁବଶୀଘ୍ର ଏହି ସଂଖ୍ୟା ନିମ୍ନସ୍ତରରେ ପହଞ୍ଚିବ । ମାତ୍ର ରାଜ୍ୟରେ କରୋନା କଟକଣା ଲାଗୁ…

ଆଜି ରାଜ୍ୟରେ ୪୨ କରୋନା ରୋଗୀଙ୍କ ମୃତ୍ୟୁ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ପ୍ରାୟତଃ ଆୟତ୍ତକୁ ଆସିଯାଇଥିବା ବେଳେ ମୃତ୍ୟୁର କିନ୍ତୁ ଲଗାମ୍ ନାହିଁ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ ।…