ଭାଇରସ୍ ବିରୋଧରେ କାମ କରୁନାହିଁ ଭ୍ୟାକ୍ସିନ୍, ତେଣୁ ଟିକାକରଣ ଧିମେଇ ଯାଇଛି ବୋଲି ସୂଚନା ଦେଲେ ଡାକ୍ତର
ନୂଆଦିଲ୍ଲୀ: ଦକ୍ଷିଣ ଆଫ୍ରିକାରେ ଦେଖାଦେଇଥିବା ଘାତକ କରୋନା ଭାଇରସ୍ ସାର୍ସ-କୋଭ-୨ ବିରୋଧରେ ଭ୍ୟାକ୍ସିନ କାମ କରୁନାହିଁ । ଏନେଇ କୋଭିଡ୍ ଟିକା ସେପରି ଫଳପ୍ରଦ ହେଉନଥିବା ଜଣାପଡ଼ିଛି । ଫଳରେ ଦକ୍ଷିଣ ଆଫ୍ରିକାରେ…