ଓଡ଼ିଶାରେ କରୋନା ମୃତ୍ୟୁ ରେକର୍ଡ ଛୁଇଁଲା: ଆଜି ରାଜ୍ୟରେ ୪୭ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଆଜି ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ରେକର୍ଡ ସୃଷ୍ଟି କରିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୭ଜଣଙ୍କ…

ଇତିହାସ ରଚିଲେ ଜୋକୋଭିକ୍: ନାଡାଲଙ୍କୁ ହରାଇ ପହଞ୍ଚିଲେ ଫାଇନାଲରେ

ପ୍ୟାରିସ୍: ସର୍ବିଆ ତାରକା ନୋଭାକ୍ ଜୋକୋଭିକ୍ ଫେଞ୍ଚ ଓପନ ଫାଇନାଲରେ ପହଞ୍ଚିଛନ୍ତି । ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା କ୍ଲେ କୋର୍ଟର ବାଦଶାହ ସ୍ପେନର ରାଫେଲ ନାଡାଲଙ୍କୁ ୩-୬, ୬-୩, ୭-୬(୪), ୬-୨ରେ ହରାଇ…

ବିଶ୍ୱରେ କରୋନା ମୃତ୍ୟୁସଂଖ୍ୟା ୩୮ ଲକ୍ଷରେ ପହଞ୍ଚିଲା

ନୂଆଦିଲ୍ଲୀ: ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୩୮ ଲକ୍ଷ ୭୮ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭ କୋଟି ୬୦ ଲକ୍ଷ ୨୫ ହଜାର ୮୨୮କୁ…

୨୯ ବର୍ଷୀୟା ମହିଳାଙ୍କ ଗର୍ଭାଶୟରୁ ଡାକ୍ତର ବାହାର କଲେ ୧୦୬ଟି ଟ୍ୟୁମର

ନୂଆଦିଲ୍ଲୀ: ଜଣେ ମହିଳାଙ୍କ ପେଟରୁ ବାହାରିଛି ୧୦୬ଟି ଟ୍ୟୁମର । ଦିଲ୍ଲୀର ଏକ ପ୍ରାଇଭେଟ ହସ୍ପିଟାଲର ଡାକ୍ତରମାନେ ଜଣେ ୨୯ ବର୍ଷୀୟା ମହିଳାଙ୍କ ଗର୍ଭାଶୟରୁ ଅଣକର୍କଟ ଟ୍ୟୁମର ବାହାର କରିଥିବା ଜଣାପଡ଼ିଛି । ମହିଳାଙ୍କୁ…

ଚିଠି ବୋମା ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀଙ୍କୁ ଧମକ: ଜୟରାମ କହିଲେ ‘ସାହସ ଅଛି ତ ସାମନାକୁ ଆସ୍….’

ସିମଳା: ହିମାଚଳ ପ୍ରଦେଶରେ ବର୍ତ୍ତମାନ ସମୟରେ ଏକ ଚିଠି ବୋମାକୁ ନେଇ ଚର୍ଚ୍ଚା ଜାରି ରହିଛି । ଏହି ଚିଠିକୁ ଜଣେ ଅଜ୍ଞାତ ବ୍ୟକ୍ତି ମୁଖ୍ୟମନ୍ତ୍ରୀ ଜୟରାମ ଠାକୁରଙ୍କ ପାଖକୁ ପଠାଇଛନ୍ତି । ଚିଠିରେ ମୁଖ୍ୟମନ୍ତ୍ରୀ, କିଛି…

ଆଇସିଜେ ନିଷ୍ପତ୍ତି ଆଗରେ ମୁଣ୍ଡ ନୁଆଁଇଲା ପାକିସ୍ତାନ: କୁଳଭୂଷଣ ନ୍ୟାୟ ପାଇବାର ବାଟ ଫିଟିଲା

ନୂଆଦିଲ୍ଲୀ: ଶେଷରେ ଇଣ୍ଟରନ୍ୟାସନାଲ କୋର୍ଟ (ଆଇସିଜେ)ର ନିଷ୍ପତ୍ତି ଆଗରେ ମୁଣ୍ଡ ନୁଆଁଇବାକୁ ବାଧ୍ୟ ହୋଇଛି ପାକିସ୍ତାନ । ପାକିସ୍ତାନର ସଂସଦ କୁଳଭୂଷଣ ଯାଦବଙ୍କୁ ଅପିଲ କରିବାର ଅଧିକାର ପ୍ରଦାନ କରିଛି । ପାକିସ୍ତାନ…

ଡ୍ୟୁଟି ଟାଇମରେ ଚାଲିଲା ‘ଟୁକୁରୁ ଟୁକୁରୁ …..’, ଫସିଲେ ଦୁଇ କନଷ୍ଟେବଳ (ଦେଖନ୍ତୁ ଭିଡିଓ)

ନୂଆଦିଲ୍ଲୀ: ଡ୍ୟୁଟି ସମୟରେ ‘ଟୁକୁରୁ ଟୁକୁରୁ....’ଗୀତରେ ଝୁମିବା ଦୁଇ କନଷ୍ଟେବଳଙ୍କୁ ମହଙ୍ଗା ପଡ଼ିଛି । ଦୁଇଜଣ କନଷ୍ଟେବଳ ବଲିଉଡର ଏହି ଗୀତରେ ଭିଡିଓ ତିଆରି କରିଥିଲେ । ଫଳରେ ଏହି ଦୁଇ ଜଣ କନଷ୍ଟେବଳଙ୍କୁ ଡିସିପି…

ତୈଳ ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସ ପକ୍ଷରୁ ଧାରଣା

ଭୁବନେଶ୍ୱର, (ଓଡିଶା ଭାସ୍କର): ତୈଳ ଦର ବୃଦ୍ଧି ପ୍ରତିବାଦରେ ଆଜି କଂଗ୍ରେସ ପକ୍ଷରୁ ଧାରଣା ଦିଆଯାଇଛି । ଦେଶର ଅନେକ ସ୍ଥାନରେ ପେଟ୍ରୋଲ ଲିଟର ଶହେ ଟପିଲାଣି । ତେଣୁ ଏଆଇସିସିର ଆହ୍ୱାନ କ୍ରମେ ଦେଶର ବିଭିନ୍ନ ପେଟ୍ରୋଲ…

ଦେଶରେ ଆଜି ୩୪୦୩ ଜଣଙ୍କ ମୃତ୍ୟୁ, ୯୨ ହଜାର ପଜିଟିଭ୍

ନୂଆଦିଲ୍ଲୀ : ଦେଶରେ କରୋନାର ପ୍ରକୋପ ଜାରି ରହିଛି । ତେବେ ଗତ କିଛି ଦିନ ଧରି ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ଘଟିଥିବା ଦେଖିବାକୁ ମିଳିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୩୪୦୩ ଜଣଙ୍କ…

କରୋନା ପରେ ଆସିଲା ଆଉ ଏକ ରହସ୍ୟମୟ ରୋଗ: ଅନିଦ୍ରା, ମତିଭ୍ରମ ଭଳି ଦେଖାଦେଉଛି ଲକ୍ଷଣ, ମୋବାଇଲ୍ ଦ୍ୱାରା ବ୍ୟାପୁଛି ସଂକ୍ରମଣ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ: ବର୍ତ୍ତମାନ ଦେଶରେ କରୋନାର ଦ୍ୱିତୀୟ ଲହର ଜାରି ରହିଥିବା ବେଳେ ତୃତୀୟ ଲହରକୁ ନେଇ ଦେଶବାସୀ ଆଶଙ୍କା ମଧ୍ୟରେ ରହିଛନ୍ତି । ଏହା ମଧ୍ୟରେ ଏକ ନୂଆ ରହସ୍ୟମୟ ରୋଗର ସନ୍ଧାନ ମିଳିଛି । ଏହି ରହସ୍ୟମୟ ରୋଗ…