Breaking News ଆଜି ୫ ଜିଲ୍ଲାରେ ବନ୍ଦ ରହିବ ଟିକାକରଣ, ରାଜ୍ୟରେ ଟିକାର ଅଭାବ Manas Pradhan Jul 9, 2021 ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ପୁଣି ଦେଖାଦେଇଛି ଟିକାର ଅଭାବ । ସେଥିପାଇଁ ଆଜି ରାଜ୍ୟର ୫ଟି ଜିଲ୍ଲାରେ ଟିକାକରଣ ବନ୍ଦ ରହିବ । ରାଜ୍ୟର ଏକାଧିକ ଜିଲ୍ଲାରେ କୋଭିସିଲ୍ଡ ଟିକା ନଥିବାରୁ ଟିକାକରଣକୁ ବନ୍ଦ…
Breaking News ରାଜ୍ୟରେ କରୋନାର ସ୍ଥିତି ଅସ୍ପଷ୍ଟ, ଆଜି ୨୮୦୬ ପଜିଟିଭ୍ ଚିହ୍ନଟ Manas Pradhan Jul 9, 2021 ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ ଦୈନିକ ସଂକ୍ରମଣ ୧୨ ହଜାରରୁ ହ୍ରାସ ପାଇ ୩ ହଜାରରେ ପହଞ୍ଚିବା ପରେ ଆଶା କରାଯାଉଥିଲା ଖୁବଶୀଘ୍ର ଏହି ସଂଖ୍ୟା ନିମ୍ନସ୍ତରରେ ପହଞ୍ଚିବ । ମାତ୍ର ରାଜ୍ୟରେ କରୋନା କଟକଣା ଲାଗୁ…
Breaking News ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ରଥଯାତ୍ରାରେ ମଠମାନଙ୍କର ଭୂମିକା କ’ଣ, ଆସନ୍ତୁ ଜାଣିବା Manas Pradhan Jul 9, 2021 ଭୁବନେଶ୍ୱର(ଓଡ଼ିଶା ଭାସ୍କର): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସମସ୍ତ ପରମ୍ପରା, ରୀତିନୀତି ସହିତ ମଠମାନଙ୍କର ସମ୍ପର୍କ ବହୁ ପୁରୁଣା । ତେବେ ସମୟସ୍ରୋତରେ କିଛି ପରମ୍ପରା ହଜିଯାଇଥିଲେ ମଧ୍ୟ କିଛି ଏବେ ବି ଜୀବିତ ରହିଛି ।…
Breaking News ରେକର୍ଡ ସ୍ତରରେ ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା, ଆଜି ୬୧ ଜଣ ଟଳିଲେ Manas Pradhan Jul 9, 2021 ଭୁବନେଶ୍ୱର, (ଓଡିଶା ଭାସ୍କର): ଆଜି ରାଜ୍ୟରେ କରୋନା ମୃତ୍ୟୁ ରେକର୍ଡ ପାର କରିଛି । ଗତ ଚାରିଦିନ ହେଲା କରୋନାରେ ୫୦ରୁ ଅଧିକ ଲୋକ ମୃତ୍ୟୁବରଣ କରୁଥିବା ଦେଖାଯାଉଛି । କରୋନା ରାଜ୍ୟକୁ ସମ୍ପୂର୍ଣ୍ଣ ଭାବେ କବଳିତ…
Breaking News ଆଦିତ୍ୟ ଦାଶଙ୍କ ମୃତ୍ୟୁ ରହସ୍ୟ: ବର୍ଷେ ପରେ ବି ପୋଲିସ ହାତ ଖାଲି Manas Pradhan Jul 7, 2021 ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଗତବର୍ଷ ଯୁବ ସମାଜସେବୀ ଆଦିତ୍ୟ ଦାଶଙ୍କ ମୃତ୍ୟୁ ଘଟିଥିଲା । ବିଦ୍ୟାଶ୍ରୀଙ୍କୁ ବିବାହ କରିବାର ମାତ୍ର ୨୭ ଦିନ ମଧ୍ୟରେ ତାଙ୍କର ମୃତ୍ୟୁକୁ ନେଇ ସାରା ରାଜ୍ୟରେ ହଇଚଇ ସୃଷ୍ଟି ହୋଇଥିଲା ।…
Breaking News ମାନବ ଶୃଙ୍ଖଳ ମଧ୍ୟରେ ଦିଲୀପଙ୍କ ବାସଭବନକୁ ନିଆଯାଉଛି ତାଙ୍କର ମରଶରୀର Manas Pradhan Jul 7, 2021 ନୂଆଦିଲ୍ଲୀ: ବଲିଉଡର କିମ୍ବଦନ୍ତୀ ଅଭିନେତା ଦିଲୀପ କୁମାରଙ୍କ ମୃତ୍ୟୁ ଦେଶବାସୀଙ୍କ ମନରେ ଗଭୀର ଦୁଃଖ ଆଣିଦେଇଛି । ୯୮ ବର୍ଷରେ ମୁମ୍ବାଇର ହିନ୍ଦୁଜା ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଦିଲୀପଙ୍କର ଦେହାନ୍ତ…
Breaking News ପୁରୀରେ କେନ୍ଦ୍ରୀୟ ଟିମ୍, କୋଭିଡ୍ ସ୍ଥିତିର କରିବେ ସମୀକ୍ଷା Manas Pradhan Jul 7, 2021 ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ କୋଭିଡ୍ ସ୍ଥିତିର ଅନୁଧ୍ୟାନ କରିବା ପାଇଁ ଆସିଥିବା କେନ୍ଦ୍ରୀୟ କୋଭିଡ୍ ଟିମ୍ ଆଜି ପୁରୀରେ ପହଞ୍ଚିଛନ୍ତି । ପୁରୀରେ ପହଞ୍ଚିବା ପରେ ଟିମର ସଦସ୍ୟମାନେ ଜିଲ୍ଲାର କୋଭିଡ୍ ସଂକ୍ରମଣ…
Breaking News ରାଜ୍ୟରେ ଉପର ତଳ ହେଉଛି କରୋନା, ଆଜି ୨୬୦୨ ପଜିଟିଭ୍ ଚିହ୍ନଟ Manas Pradhan Jul 7, 2021 ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ ଦୈନିକ ସଂକ୍ରମଣ ୧୨ ହଜାରରୁ ହ୍ରାସ ପାଇ ୩ ହଜାରରେ ପହଞ୍ଚିବା ପରେ ଆଶା କରାଯାଉଥିଲା ଖୁବଶୀଘ୍ର ଏହି ସଂଖ୍ୟା ନିମ୍ନସ୍ତରରେ ପହଞ୍ଚିବ । ମାତ୍ର ରାଜ୍ୟରେ କରୋନା କଟକଣା ଲାଗୁ…
Breaking News ବିବାହ ମଣ୍ଡପରେ ଗୋଲଗପ୍ପା ମୁକୁଟ ପିନ୍ଧି ସଭିଙ୍କ ହୃଦୟ ଜିଣିଲା କନ୍ୟା, ଭିଡିଓ ଭାଇରାଲ୍ Manas Pradhan Jul 7, 2021 ନୂଆଦିଲ୍ଲୀ: ବର୍ତ୍ତମାନ ସମୟରେ ସୋସିଆଲ ମିଡିଆରେ ଏକ ଭିଡିଓ ଖୁବ୍ ଭାଇରାଲ୍ ହେବାର ଦେଖାଯାଉଛି । ଜଣେ କନ୍ୟା ବିବାହ ମଣ୍ଡପରେ ବସି ଗୋଲଗପ୍ପାରେ ନିର୍ମିତ ମୁକୁଟ ପିନ୍ଧି ଚର୍ଚ୍ଚାକୁ ଆସିଛନ୍ତି । ତେବେ ଏହି ଭିଡିଓଟି…
Breaking News ମୋଦିଙ୍କ ନୂଆ ମନ୍ତ୍ରିମଣ୍ଡଳରେ ସାମିଲ୍ ପାଇଁ ନେତାମାନେ ପହଞ୍ଚିଲେ ଦିଲ୍ଲୀରେ, ଓଡ଼ିଶାରୁ ଦୁଇ ସାଂସଦଙ୍କ ନାମ ଚର୍ଚ୍ଚାରେ Manas Pradhan Jul 7, 2021 ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳ ପରିବର୍ତ୍ତନ ହେବ । ସନ୍ଧ୍ୟାରେ ନୂଆ ମନ୍ତ୍ରିମଣ୍ଡଳର ସଦସ୍ୟମାନେ ଶପଥ ଗ୍ରହଣ କରିବାର ସମସ୍ତ ପ୍ରସ୍ତୁତି ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି । ତେଣୁ…