ଆସନ୍ତା ଜୁନ୍ ୨୩ରେ ହେବ ଜାତୀୟ କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ

ନୂଆଦିଲ୍ଲୀ, ୧୦ା୫: ଆସନ୍ତା ଜୁନ୍ ମାସ ୨୩ ତାରିଖରେ ଜାତୀୟ କଂଗ୍ରେସର ଅଧ୍ୟକ୍ଷ ନିର୍ବାଚନ ଅନୁଷ୍ଠିତ ହେବ । କଂଗ୍ରେସ କାର୍ଯ୍ୟକାରୀ କମିଟି ବୈଠକରେ ଏନେଇ ତାରିଖ ଘୋଷଣା ହୋଇଛି । ସଂଗଠନ ମହାସଚିବ କେ.ସି. ବେଣୁଗୋପାଳ…

୧୦୦ ଟପିଲା ପେଟ୍ରୋଲ: ମହାରାଷ୍ଟ୍ରରେ ରେକର୍ଡ ବୃଦ୍ଧି

ମୁମ୍ବାଇ, ୧୦ା୫: ପୁଣି ତୈଳ ଦର ବୃଦ୍ଧି ହେବା ଜନସାଧାରଣଙ୍କ ପାଇଁ ବୋଝ ଉପରେ ନଳିତା ବିଡ଼ା ସଦୃଶ ହୋଇଛି । ଗୋଟିଏ ପଟେ କରୋନା ଦାଉ ସାଧୁଥିବା ବେଳେ ଅନ୍ୟପଟେ ମହଙ୍ଗା ଦାଉ ସାଧୁଛି । ମହାରାଷ୍ଟ୍ରରେ ଆଜି ପେଟ୍ରୋଲ ଲିଟର…

ଆସାମର ୧୫ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ହିମନ୍ତ ବିଶ୍ୱ ଶର୍ମା

ଦିସପୁର, ୧୦ା୫: ହିମନ୍ତ ବିଶ୍ୱ ଶର୍ମା ଆସାମର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ରାଜଭବନରେ ରାଜ୍ୟପାଳ ଜଗଦୀଶ ମୁଖୀ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ହିମନ୍ତ ଆସାମର ୧୫ତମ ଓ ବିଜେପିର…

ପଶ୍ଚିମବଙ୍ଗ: ଶପଥ ନେଲେ ୪୩ ଜଣ ମନ୍ତ୍ରୀ

କୋଲକାତା, ୧୦ା୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ କ୍ୟାବିନେଟର ୪୩ ଜଣ ମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି । ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପସ୍ଥିତିରେ ରାଜଭବରେ ରାଜ୍ୟପାଳ ଜଗଦୀପ ଧନଖର…

ଆସାମରେ ପୁଣି ଭୂକମ୍ପ

ଦିସପୁର, ୧୦ା୫: ଉତ୍ତର-ପୂର୍ବ ରାଜ୍ୟ ଆସାମରେ ଆଜି ପୁଣି ଭୂକମ୍ପ ଅନୁଭୂତ ହୋଇଛି । ନାଗାଓଁ ଅଞ୍ଚଳରେ ସକାଳ ୭ଟା ୫ ମିନିଟରେ ଭୂକମ୍ପର ଝଟକା ଦେଖିବାକୁ ମିଳିଥିଲା । ତେବେ ଭୂକମ୍ପରେ କ୍ଷୟକ୍ଷତି ଜନିତ କୌଣସି ସୂଚନା…

ଦେଶରେ ୪ ଲକ୍ଷ ତଳକୁ ଖସିଲା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୧୦ା୫ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଗତକାଲି ଅପେକ୍ଷା ସାମାନ୍ୟ ହ୍ରାସ ପାଇଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୩୭୫୪ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୨ ଲକ୍ଷ…

ଭାରତରେ କରୋନାର ଦ୍ୱିତୀୟ ଲହରକୁ ନିୟନ୍ତ୍ରଣ କରିବା ସମ୍ଭବ ନା ଅସମ୍ଭବ? ଆସନ୍ତୁ ଜାଣିବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ରିପୋର୍ଟ

ନୂଆଦିଲ୍ଲୀ, ୧୦ା୫: ଭାରତରେ କରୋନାର ଦ୍ୱିତୀୟ ଲହର ଭୟଙ୍କର ଭାବେ ବୃଦ୍ଧି ପାଇବାରେ ଲାଗିଛି । ଦୈନିକ ମୃତକ ଓ ଆକ୍ରାନ୍ତଙ୍କ ସଂଖ୍ୟା କମିବାର ନାଁ ଧରୁନାହିଁ । ତେବେ ଦ୍ୱିତୀୟ ଲହରକୁ ନିୟନ୍ତ୍ରଣ କରିବା ନେଇ ନିଜର…

ହସ୍ପିଟାଲରେ କରୋନା ବିସ୍ଫୋରଣ: ୮୦ ଡାକ୍ତର ପଜିଟିଭ୍, ଜଣେ ମୃତ

ନୂଆଦିଲ୍ଲୀ, ୧୦ା୫: କରୋନାର ବିସ୍ଫୋରଣ ଶେଷରେ ହସ୍ପିଟାଲକୁ ଗ୍ରାସ କରିଛି । ଦିଲ୍ଲୀର ସରୋଜ ହସ୍ପିଟାଲରେ ପ୍ରାୟ ୮୦ ଜଣ ଡାକ୍ତର କରୋନା ପଚିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଜଣେ ଡାକ୍ତର ମୃତ୍ୟୁବରଣ…

ମମତା ବାନାର୍ଜୀଙ୍କ କ୍ୟାବିନେଟର ୪୩ ସଦସ୍ୟଙ୍କ ଶପଥ ଗ୍ରହଣ ଆଜି

କୋଲକାତା, ୧୦ା୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ କ୍ୟାବିନେଟର ୪୩ ଜଣ ସଦସ୍ୟ ଆଜି ଶପଥ ଗ୍ରହଣ କରିବେ । ସକାଳ ୧୦ଟା ୪୫ ମିନିଟରେ ସମସ୍ତ ସଦସ୍ୟ ଶପଥ ନେବେ । ଏମାନଙ୍କ ମଧ୍ୟରୁ ୧୭ ଜଣ ବିଗତ ଦୁଇଟି…

ବଢ଼ିଲା ବିପଦ! ବାୟୁ ମାଧ୍ୟମରେ ବ୍ୟାପୁଛି କରୋନା: ୬ ଫୁଟରୁ ଅଧିକ ଦୂରତାରେ ଥିଲେ ବି ହେବେ ଆକ୍ରାନ୍ତ

ନୂଆଦିଲ୍ଲୀ, ୧୦ା୫: କରୋନା ଲଢ଼େଇ ପାଇଁ କେବଳ ସାମାଜିକ ଦୂରତା ବଜାୟ ରଖିବା ଯଥେଷ୍ଟ ନୁହେଁ । ୬ ଫୁଟରୁ ଅଧିକ ଦୂରତାକୁ କରୋନା ଭାଇରସ୍ ସହଜରେ ବ୍ୟାପି ପାରୁଛି । ଆମେରିକାର ରୋଗ ନିୟନ୍ତ୍ରଣ ଓ ପ୍ରତିରୋଧ କେନ୍ଦ୍ର…