ଇସ୍ରାଏଲ-ପାଲେଷ୍ଟାଇନ୍ ବିବାଦ: ଗାଜାରେ ମୃତ୍ୟୁସଂଖ୍ୟା ୧୦୦ ଟପିଲା, ଆହତ ୬ ଶହ ନିକଟତର
ଗାଜା, ୧୪ା୫: ଇସ୍ରାଏଲ ଓ ପାଲେଷ୍ଟାଇନ୍ ମଧ୍ୟରେ ବିବାଦ ଦିନକୁ ଦିନ ବଢ଼ିବାରେ ଲାଗିଛି । ଦୁଇ ଦେଶ ମଧ୍ୟରେ ଜାରି ରହିଥିବା ହିଂସା କାରଣରୁ ୧୦୩ ଜଣଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ୨୭ ଜଣ ଶିଶୁ ରହିଥିବା ବେଳେ…