ଏପ୍ରିଲ ୨୪ରୁ ଆରମ୍ଭ ହେବ ଲାଇଭଷ୍ଟକ୍ ଇନ୍ସପେକ୍ଟର, ଫରେଷ୍ଟର ଓ ଫରେଷ୍ଟ ଗାର୍ଡ ପଦର ଲିଖିତ ପରୀକ୍ଷା
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆସନ୍ତା ଏପ୍ରିଲ ମାସ ୨୪ ତାରିଖରୁ ଲାଇଭଷ୍ଟକ ଇନ୍ସପେକ୍ଟର, ଫରେଷ୍ଟର ଓ ଫରେଷ୍ଟ ଗାର୍ଡ ପଦର ଲିଖିତ ପରୀକ୍ଷା ଆରମ୍ଭ ହେବ । ମେ ମାସ ୭ ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା କମ୍ପ୍ୟୁଟର…