ନଭେମ୍ବର ୨୩ରେ ରେଜଲ୍ଟ: ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ପାଇଁ ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତ କଲା କଂଗ୍ରେସ
ନୂଆଦିଲ୍ଲୀ: ନିକଟରେ ଝାଡ଼ଖଣ୍ଡ ବିଧାନସଭାର ୮୧ଟି ଆସନ ଓ ମହାରାଷ୍ଟ୍ରର ୨୮୮ଟି ଆସନ ପାଇଁ ମତଦାନ ଗ୍ରହଣ କରାଯାଇଥିଲା । ଆସନ୍ତା ୨୩ ତାରିଖରେ ଏହି ଦୁଇ ରାଜ୍ୟର ବିଧାନସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିବ । ତେବେ…