ଜାରି ହେଲା ଶିଡ୍ୟୁଲ: ଫେବୃଆରୀ ୧୫ରୁ ଆରମ୍ଭ ହେବ CBSE ଦଶମ ଓ ଦ୍ୱାଦଶ ପରୀକ୍ଷା
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆସନ୍ତା ଫେବୃଆରୀ ମାସ ୧୫ ତାରିଖରୁ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସଇ) ପରୀକ୍ଷା ଆରମ୍ଭ ହେବ । ୧୫ରୁ ପରୀକ୍ଷା ଆରମ୍ଭ ହୋଇ ଏପ୍ରିଲ ୪ ତାରିଖରେ ସରିବ । ଫେବୃଆରୀ ୧୫ରେ ଦଶମ…