ଟ୍ରମ୍ପ ବନାମ ହାରିସ୍: ଆମେରିକା ରାଷ୍ଟ୍ରପତି ନିର୍ବାଚନରେ କିଏ ଜିତିଲେ ଭାରତକୁ ଅଧିକ ଫାଇଦା ମିଳିବ?
ନୂଆଦିଲ୍ଲୀ: ଆମେରିକାରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ଉପରେ ସାରା ବିଶ୍ୱର ନଜର ରହିଛି । ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ଉପରାଷ୍ଟ୍ରପତି କମଲା ହାରିସଙ୍କ ମଧ୍ୟରେ ଚାଲିଛି ଜୋରଦାର ଲଢ଼େଇ । ତେବେ…