ପିତା ହେଲେ ମାର୍କ ଜୁକରବର୍ଗ: ନୂଆ ଅତିଥିକୁ ସ୍ୱାଗତ, ଶେୟାର କଲେ ପୋଷ୍ଟ

ନୂଆଦିଲ୍ଲୀ: ସୋସିଆଲ ମିଡ଼ିଆ ପ୍ଲାଟଫର୍ମ ମେଟାର ପ୍ରତିଷ୍ଠାତା ମାର୍କ ଜୁକରବର୍ଗ ଓ ତାଙ୍କର ପତ୍ନୀ ପ୍ରିସିଲା ଚାନଙ୍କ ପାଇଁ ଆଜିର ଦିନଟି ଅତ୍ୟନ୍ତ ଶୁଭଦାୟକ ହୋଇଛି । ଆଜି ଏହି ଦମ୍ପତି ଜଣେ ନୂଆ ଅତିଥିକୁ ସ୍ୱାଗତ…

IAS ସ୍ତରରେ ଅଦଳବଦଳ: ନିକୁଞ୍ଜ ବିହାରୀ ଧଳ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ସର୍ବଭାରତୀୟ ପ୍ରଶାସନିକ ସେବା (ଆଇଏଏସ) ଅଧିକାରୀ ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ କରାଯାଇଛି । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ପରିବର୍ତ୍ତନ କରାଯାଇଛି । ଏନେଇ ରାଜ୍ୟ ସରକାରଙ୍କ…

ରାଜ୍ୟର ୧୦୬ଟି ହାଇସ୍କୁଲରେ ଖୋଲିବ ଏକାଦଶ ଶ୍ରେଣୀ: ଚଳିତ ଶିକ୍ଷାବର୍ଷରେ ଆରମ୍ଭ ହେବ ଆଡମିଶନ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଚଳିତ ୨୦୨୩-୨୪ ଶିକ୍ଷା ବର୍ଷରେ ରାଜ୍ୟର ୧୦୬ଟି ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଖୋଲିବ ଏକାଦଶ ଶ୍ରେଣୀ । ଏଥିସହିତ ଆଡମିଶନ ମଧ୍ୟ ଆରମ୍ଭ ହେବ । ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା…

ଦତ୍ତେଶ୍ୱର ହୋତା ଓଡ଼ିଶା ସ୍ୱାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟର ପ୍ରଥମ କୁଳପତି ନିଯୁକ୍ତ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଓଡ଼ିଶା ସ୍ୱାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟର ପ୍ରଥମ କୁଳପତି ଭାବେ ପ୍ରଫେସର ଦତ୍ତେଶ୍ୱର ହୋତା ନିଯୁକ୍ତି ପାଇଛନ୍ତି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଶ୍ରୀ ହେତାଙ୍କୁ ଏହି ପଦରେ…

(Video) ଓଡ଼ିଶାରେ ବିରଳ ଘଟଣା: ନଳକୂପ ଖୋଳୁଖୋଳୁ ବାହାରିଲା ସୁନା ଖଣି, ପାଣିରୁ ସୁନା ଛାଣି ନେଉଛନ୍ତି ଲୋକମାନେ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଅନେକ ସମୟରେ ଆମର ଆଖପାଖରେ ଏପରି କିଛି ଅବିଶ୍ୱସନୀୟ ବିରଳ ଘଟଣା ଦେଖିବାକୁ ମିଳିଥାଏ । ଏପରି ଘଟଣାକୁ ନିଜ ଆଖିରେ ନ ଦେଖିବା ପର୍ଯ୍ୟନ୍ତ କେହି ବିଶ୍ୱାସ କରନ୍ତି ନାହିଁ । ତେବେ ଯଦି…

ସିଦ୍ଧୁ ମୁସେୱାଲା ହତ୍ୟା ମାମଲା: ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇ, ଗୋଲଡି ବ୍ରାର ଓ ଅନ୍ୟ ୧୨ ଜଣଙ୍କ ନାମରେ ଚାର୍ଜ ଶିଟ ଦାଖଲ କଲା NIA

ନୂଆଦିଲ୍ଲୀ: ପଞ୍ଜାବୀ ସିଙ୍ଗର ସିଦ୍ଧୁ ମୁସେୱାଲା ହତ୍ୟାକାଣ୍ଡର ମାଷ୍ଟର ମାଷ୍ଟର ମାଇଣ୍ଡ ଲରେନ୍ସ ବିଷ୍ଣୋଇ ଓ ଗୋଲ୍ଡି ବ୍ରାର ବିରୋଧରେ ଆଜି ଜାତୀୟ ତଦନ୍ତକାରୀ ସଂସ୍ଥା (ନିଆ) ପକ୍ଷରୁ ଫ୍ରେଶ ଚାର୍ଜଶିଟ୍ ଦାଖଲ…

ଗାଡ଼ି ଚାଳକ ସାବଧାନ: ଏପ୍ରିଲ ପହିଲାରୁ ଆରମ୍ଭ ହେବ ଟ୍ରାଫିକ୍ ଚେକିଂ, ନିର୍ଦ୍ଦେଶନାମା ଜାରି କଲେ ରାଜ୍ୟ ପରିବହନ କର୍ତ୍ତୃପକ୍ଷ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟ ଓ କେନ୍ଦ୍ର ସରକାର ଟ୍ରାଫିକ ପାଇଁ ଯେତେ ନିୟମ ଲାଗୁକଲେ ଓ ସଚେତନତା ଜାରି କଲେ ମଧ୍ୟ ଅମାନିଆଙ୍କ ଉପରେ ଲାଗିପାରୁନି ରୋକ । ରାଜ୍ୟରେ ଦିନକୁ ଦିନ ଦୁର୍ଘଟଣାଜନିତ ମୃତ୍ୟୁ ବଢ଼ିବାରେ…

Old Pension Schemeକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ସରକାରୀ କର୍ମଚାରୀଙ୍କ ପେନସନ୍ ପାଇଁ ଗଠନ ହେବ କମିଟି

ନୂଆଦିଲ୍ଲୀ: ପୁରୁଣା ପେନସନ ସ୍କିମ (ଓପିଏସ)କୁ ପୁଣି ଥରେ ଲାଗୁ କରିବା ପାଇଁ କର୍ମଚାରୀମାନେ ବାରମ୍ବାର ଦାବି କରି ଆସୁଛନ୍ତି । ଦେଶର ପ୍ରତି ଅଣବିଜେପି ଶାସିତ ରାଜ୍ୟରେ ବିରୋଧୀମାନେ ଏହି ପ୍ରସଙ୍ଗକୁ ବାରମ୍ବାର ଉଠାଇ…

ମାଗଣା ସିଭିଲ୍ ସର୍ଭିସ୍ କୋଚିଂ: ଆସନ୍ତା ୨୬ରେ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ସର୍ବଭାରତୀୟ ପ୍ରଶାସନିକ ସେବା ପରୀକ୍ଷାରେ ପ୍ରତିବର୍ଷ ଓଡ଼ିଶାର ଛାତ୍ରଛାତ୍ରୀଙ୍କର ସଫଳତାର ହାର କମିବାରେ ଲାଗିଛି । ତେଣୁ ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ନୂଆ ପଦକ୍ଷେପ ସ୍ୱରୂପ…

ଓଡ଼ିଶା ସରକାରଙ୍କ ପକ୍ଷରୁ ଆସିଲା ନିଯୁକ୍ତି ସୁଯୋଗ: ଆସନ୍ତା ୪ ତାରିଖ ସୁଦ୍ଧା ଆବେଦନ କରନ୍ତୁ

ଚାକିରି ଖୋଜୁଥିବା ଯୁବକ, ଯୁବତୀଙ୍କ ପାଇଁ ଏକ ଖୁସି ଖବର । ଓଡ଼ିଶା ସରକାରଙ୍କ ତରଫରୁ ଅନେକ ପଦ ପାଇଁ ବିଜ୍ଞାପନ ବାହାରିଛି । ପଞ୍ଚାୟତ ସମିତି ଅଫିସ, ମୟୂରଭଞ୍ଜ ତରଫରୁ ବ୍ୟାଙ୍କ ମିତ୍ର, ସିଆରପି-ସିଏମ, ମାଷ୍ଟର ବୁକ…