ଗଣଶିକ୍ଷା ମନ୍ତ୍ରୀଙ୍କ ସୂଚନା: ୭୧,୬୧୮ ଛାତ୍ରଛାତ୍ରୀଙ୍କୁ ଦିଆଯିବ ମେଧାବୃତ୍ତି, ସାଇକେଲ ପାଇଁ ୩.୫ ହଜାର ଓ ୟୁନିଫର୍ମ ପାଇଁ ୧ ହଜାର ମିଳିବ
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଶିକ୍ଷା କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ସରକାର ସର୍ବଦା ନୂଆ ନୂଆ ପଦକ୍ଷେପ ଗ୍ରହଣ କରୁଛନ୍ତି । ୨୦୨୩-୨୪ ଶିକ୍ଷା ବର୍ଷରେ ଶିକ୍ଷା ବିଭାଗ ପାଇଁ ୨୨ ହଜାର କୋଟି ଟଙ୍କା ମଞ୍ଜୁର କରାଯାଇଛି ।…