ନବ ଦାସଙ୍କ ମୃତ୍ୟୁ ସ୍ପଟରେ ଘଟିଥିଲା? ଏତେ ଡ୍ରାମା କାହିଁକି, ଜୟ ନାରାୟଣ ମିଶ୍ରଙ୍କ ବିସ୍ଫୋରକ ବୟାନ
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ଜଣେ ପ୍ରଭାବଶାଳୀ କ୍ୟାବିନେଟ ମନ୍ତ୍ରୀଙ୍କୁ ଜଣେ କର୍ତ୍ତବ୍ୟରତ ପୋଲିସ ଅଧିକାରୀ ଗୁଳିକରି ହତ୍ୟା କରିବା ଘଟଣା ଏବେ ସାରା ରାଜ୍ୟର ମୁଖ୍ୟ ପ୍ରସଙ୍ଗ ପାଲଟିଛି । ବିରୋଧୀ ବିଜେପି…