ଆଜିଠାରୁ ସଂସଦର ବଜେଟ୍ ଅଧିବେଶନ: ଉପସ୍ଥାପନ ହେବ ଅର୍ଥନୈତିକ ସର୍ଭେ ରିପୋର୍ଟ
ନୂଆଦିଲ୍ଲୀ: ଆଜିଠାରୁ ସଂସଦର ବଜେଟ୍ ଅଧିବେଶନ ଆରମ୍ଭ ହେବ । ଏହି ଅବସରରେ ସଂସଦରେ ୨୦୨୨-୨୩ ବର୍ଷର ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ ହେବ । ଆଜିର ଅଧିବେଶନକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧିତ କରିବେ ।…