ଆସନ୍ତାକାଲି ଠାରୁ ୨୪ ଘଣ୍ଟିଆ ଘରୋଇ ବସ୍ ଚଳାଚଳ ବନ୍ଦ: ପୂଜାରେ ବସ୍ ମାଲିକ ସଂଘର ବଡ଼ ନିଷ୍ପତ୍ତି
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଗୋଟିଏ ପଟେ ପୂଜାକୁ ନେଇ ଲୋକଙ୍କ ମଧ୍ୟରେ ଅହେତୁକ ଖୁସି ଓ ଉତ୍ସାହ ଦେଖିବାକୁ ମିଳିଥିବା ବେଳେ ଏହା ମଧ୍ୟରେ ଆସିଛି ଏକ ବଡ଼ ଖବର । ପୂଜାରେ ବନ୍ଦ ରହିବ ବସ୍ ଚଳାଚଳ । ଲକ୍ଷ୍ମୀ ବସ ସେବାକୁ…