ରାଜ୍ୟସଭା ଉପନିର୍ବାଚନ: ନିଦ୍ୱର୍ନ୍ଦ୍ୱରେ ଜିତିଲେ ବିଜେଡି ପ୍ରାର୍ଥୀ ନିରଞ୍ଜନ ବିଶି
ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟସଭା ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ନିରଞ୍ଜନ ବିଶି ନିଦ୍ୱର୍ନ୍ଦ୍ୱରେ ଜିତିଛନ୍ତି । ରାଜ୍ୟସଭା ଉପନିର୍ବାଚନର ପ୍ରାର୍ଥୀପତ୍ର ପ୍ରତ୍ୟାହାର ପାଇଁ ଆଜି ଶେଷ ତାରିଖ ରହିଥିଲା ।…