କାଳିଆ ଯୋଜନାର ଅବଧିକୁ ବୃଦ୍ଧି କଲେ ରାଜ୍ୟ ସରକାର, ଜାଣନ୍ତୁ କେତେ ବର୍ଷ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟ ସରକାରଙ୍କ ପକ୍ଷରୁ କୃଷକଙ୍କୁ ପ୍ରଦାନ କରାଯାଉଥିବା କାଳିଆ ଯୋଜନାର ଅବଧିକୁ ବୃଦ୍ଧି କରାଯାଇଛି । ଗତ ୨୦୧୯ ମସିହା ସାଧାରଣ ନିର୍ବାଚନ ପୂର୍ବରୁ ଏହି ଯୋଜନାକୁ ରାଜ୍ୟ ସରକାର ଆରମ୍ଭ…

(Video) ପାଞ୍ଚଜଣ! ଏତେ କମ୍ ଲୋକ ଗାଡ଼ିରେ ଯାତ୍ରା କରୁଛନ୍ତି, ଜାଣନ୍ତୁ ଏନେଇ କ’ଣ କହିଲେ IPS

ନୂଆଦିଲ୍ଲୀ: ଟ୍ରାଫିକ ନିୟମ ଉଲ୍ଲଂଘନ ନେଇ ଏକ ଭିଡିଓ ନିକଟରେ ଖୁବ୍ ଭାଇରାଲ୍ ହେବାରେ ଲାଗିଛି । ଗୋଟିଏ ବାଇକରେ ପାଞ୍ଚ ଜଣ ବସି ଯାଉଥିବା ଭିଡିଓରେ ଦେଖାଯାଉଛି । ଏହି ଭିଡିଓ ଦେଖିବା ପରେ ଜଣେ ଆଇପିଏସ୍ ଅଫିସର କଡ଼ା…

୨ ଲକ୍ଷ କୋଟିର ବଜେଟକୁ ମନ୍ତ୍ରୀ ପରିଷଦ ବୈଠକରେ ମିଳିଲା ମଞ୍ଜୁରୀ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମନ୍ତ୍ରୀ ପରିଷଦ ବୈଠକ ବସିଥିଲା । ଉକ୍ତ ବୈଠକରେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ପାଖାପାଖି ୨ ଲକ୍ଷ କୋଟିର ବଜେଟକୁ ମଞ୍ଜୁରୀ ମିଳିଛି…

ଚାର ଧାମ୍ ଯାତ୍ରା ପାଇଁ IRCTC ଲଞ୍ଚ କଲା ଶାନଦାର୍ ପ୍ୟାକେଜ୍: ୧୨ ଦିନର ଟୁରରେ ରହିଛି ଏହିସବୁ ଆକର୍ଷଣୀୟ ସୁବିଧା

ନୂଆଦିଲ୍ଲୀ: ସ୍ୱାଧୀନତାର ଅମୃତ ମହୋତ୍ସବ ଓ ‘ଦେଖୋ ଅପନା ଦେଶ’ ଅଧୀନରେ ଇଣ୍ଡିଆନ ରେଲୱେ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ (ଆଇଆରସିଟିସି) ପକ୍ଷରୁ ଚାର୍ ଧାମ ଯାତ୍ରା ପ୍ୟାପେଜ୍ ଲଞ୍ଚ କରାଯାଇଛି । ଏହି ପ୍ୟାକେଜ…

(Video) ବିଚ୍ ରାସ୍ତା ମଝିରେ ଛିଡ଼ା ହୋଇଥିବା ବେଳେ ହଠାତ୍ OLA Electric Scooter ଜଳିଗଲା, ଏହା କେତେଦୂର ସୁରକ୍ଷିତ?

ନୂଆଦିଲ୍ଲୀ: ଭାରତୀୟ ବଜାରରେ ଓଲା ସ୍କୁଟରର ଚାହିଦା ବର୍ତ୍ତମାନ ସମୟରେ ଅଧିକ ରହିଛି । ଗ୍ରାହକମାନେ ଓଲା ଇଲେକ୍ଟ୍ରିକ୍ ସ୍କୁଟର କିଣିବା ପାଇଁ ଉତ୍ସୁକତାର ସହ ଅପେକ୍ଷା କରିଥାନ୍ତି । ତେବେ ବର୍ତ୍ତମାନ ସମୟରେ ସୋସିଆଲ…

ଆଜି ରାଜ୍ୟରୁ ଚିହ୍ନଟ ହେଲେ ୪୮ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ଓ ବିଭିନ୍ନ ଅନୁଷ୍ଠାନକୁ ଖୋଲିବା ନେଇ ସରକାର ଅନୁମତି ଦେଇଛନ୍ତି…

ଭୁବନେଶ୍ୱର, କଟକ ଓ ବ୍ରହ୍ମପୁର ମେୟର ସିଟ୍ ପୋଛିନେଲା BJD: ଗୋଟିଏ ବି ଆସନ ହାତେଇ ପାରିଲେନି BJP ଓ Congress

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଚଳିତ ପୌର ନିର୍ବାଚନର ଫଳାଫଳ ଆସିଯାଇଛି । ମୋଟ ୧୦୫ଟି ପୌରାଧ୍ୟକ୍ଷ ମଧ୍ୟରୁ ବିଜେଡିକୁ ସର୍ବାଧିକ ୭୩ଟି, ବିଜେପିକୁ ୧୬ଟି, କଂଗ୍ରେସକୁ ୭ଟି ଓ ସ୍ୱାଧୀନ ପ୍ରାର୍ଥୀଙ୍କୁ ୯ଟି ପଦ ମିଳିଛି ।…

ଖୋଲିଲା ୧୧ ବର୍ଷ ତଳର ପୁରୁଣା ଫାଇଲ୍: ଦୋଷୀ ସାବ୍ୟସ୍ତ ହେଲେ ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ୧୧ ବର୍ଷ ତଳରେ ଏକ ମାରପିଟ୍ ମାମଲାର ଶୁଣାଣି କରିଛନ୍ତି ଇନ୍ଦୋରର ସ୍ୱତନ୍ତ୍ର କୋର୍ଟ । ଏଥିରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ବରିଷ୍ଠ କଂଗ୍ରେସ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗବିଜୟ…

ଆସନ୍ତା ସୋମ ଓ ମଙ୍ଗଳବାର ସମଗ୍ର ଦେଶରେ ଧର୍ମଘଟ: ଲଗାତର ୪ ଦିନ Bank ବନ୍ଦ ରହିବା କାରଣରୁ ATMରେ ହୋଇପାରେ କ୍ୟାଶର ଅଭାବ

ନୂଆଦିଲ୍ଲୀ: ବ୍ୟାଙ୍କର ଘରୋଇକରଣ ଓ ବ୍ୟାଙ୍କିଂ ଆଇନ ସଂଶୋଧନ ବିଲ ୨୦୨୧ର ବିରୋଧ କରି ଦୁଇଦିନିଆର ହରତାଲ କରିବାକୁ ଆହ୍ୱାନ ଦିଆଯାଇଛି । ଏହି ହରତାଲ ଆସନ୍ତା ୨୮ ଓ ୨୯ ତାରିଖରେ କରାଯିବ । ଏହା ଫଳରେ ବ୍ୟାଙ୍କିଂ ସେବା…

ବ୍ରହ୍ମପୁରରେ ନିର୍ବାଚନୀ ପରବର୍ତ୍ତୀ ହିଂସା: ପରାଜିତ ପ୍ରାର୍ଥୀଙ୍କ ବାଇକ୍ ଭାଙ୍ଗିଲେ ଦୁର୍ବୃତ୍ତ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ପୌର ନିର୍ବାଚନ ଫଳାଫଳ ଘୋଷଣା ହେବା ପରେ ପରେ ଆରମ୍ଭ ହୋଇଯାଇଛି ହିଂସାକାଣ୍ଡ । ଗଞ୍ଜାମ ଜିଲ୍ଲା ଗୋଷାଣିନୂଆଗାଁରେ ନିର୍ବାଚନ ପରବର୍ତ୍ତୀ ହିଂସା ଦେଖିବାକୁ ମିଳିଛି । ପରାଜିତ…