ଆଜି ରାଜ୍ୟରୁ ଚିହ୍ନଟ ହେଲେ ୧୨୦ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ଓ ବିଭିନ୍ନ ଅନୁଷ୍ଠାନକୁ ଖୋଲିବା ନେଇ ସରକାର ଅନୁମତି ଦେଇଛନ୍ତି…

ବ୍ରହ୍ମପୁର ମେୟର ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ବାଜି ସାରିଛି ପୌର ନିର୍ବାଚନର ବିଗୁଲ । ସେଥିପାଇଁ ରାଜ୍ୟର ତିନୋଟି ପ୍ରମୁଖ ରାଜନୈତିକ ଦଳ ବିଜେଡି, ବିଜେପି ଓ କଂଗ୍ରେସ ପୂରା ଦମରେ ଲାଗି ପଡ଼ିଛନ୍ତି । ତେବେ ଏହା ମଧ୍ୟରେ…

NSEର ପୂର୍ବତନ CEO ଚିତ୍ରା ରାମକୃଷ୍ଣ ଗିରଫ

ନୂଆଦିଲ୍ଲୀ: ନ୍ୟାସନାଲ ଷ୍ଟକ ଏକ୍ସଚେଞ୍ଜ (ଏନଏସଇ)ର ପୂର୍ବତନ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଚିତ୍ରା ରାମକୃଷ୍ଣ ଗିରଫ ହୋଇଛନ୍ତି । ଚିତ୍ରାଙ୍କୁ ସେଣ୍ଟ୍ରାଲ ବ୍ୟୁରୋ ଅଫ୍ ଇନଭେଷ୍ଟିଗେସନ (ସିବିଆଇ)…

ଆଜି ରାଜ୍ୟରୁ ୩ ଜଣ କରୋନାରେ ପ୍ରାଣ ହରାଇଲେ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ଧୀରେଧୀରେ କରୋନା କମିବାରେ ଲାଗିଛି । ନୂଆ ଭାରିଆଣ୍ଟ ଓମିକ୍ରନ ଚିହ୍ନଟ ହେବା ପରେ ରାଜ୍ୟରେ ସଂକ୍ରମଣ ଉଦ୍ଧ୍ୱର୍ଗାମୀ ହୋଇଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ କୋଭିଡ୍…

ତିନି ସିଂହବାହିନୀଙ୍କ ଗର୍ଜନରେ କମ୍ପିବ ରାଜଧାନୀ: ଏଥର କାହା ହାତକୁ ଯିବ BMC ରିମୋଟ୍

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ସବୁ କଳ୍ପନାଜଳ୍ପନାର ଅନ୍ତ ଘଟିଛି । ରାଜ୍ୟର ତିନି ପ୍ରମୁଖ ରାଜନୈତିକ ଦଳ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ମେୟର ପଦବୀ ପାଇଁ ପ୍ରାର୍ଥୀ ଘୋଷଣା କରିସାରିଛନ୍ତି । ବିଜେଡିରୁ ସୁଲୋଚନା…

ମହିଳା ବିଶ୍ୱକପ୍ କ୍ରିକେଟ୍: ପାକିସ୍ତାନକୁ ୧୦୭ ରନରେ ହରାଇଲା ଭାରତ

ନୂଆଦିଲ୍ଲୀ: ନ୍ୟୁଜିଲାଣ୍ଡର ବେ ଓଭାଲଠାରେ ଚାଲିଥିବା ମହିଳା ବିଶ୍ୱକପରେ ଆଜି ଭାରତୀୟ ମହିଳା କ୍ରିକେଟ୍ ଟିମ୍ ଜବରଦସ୍ତ ପ୍ରଦର୍ଶନ କରିଛି । ଦଳ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ୧୦୭ ରନରେ ପରାସ୍ତ କରିଛି ।…

ଇତିହାସ ରଚିଲେ ଜାଡେଜା: ଶ୍ରୀଲଙ୍କା ୧୭୪ରେ ଅଲଆଉଟ୍, ଫଲୋଅନ୍ ପରେ ମ୍ୟାଚ ବଞ୍ଚାଇବାକୁ ସିଂହଳିର ସଂଘର୍ଷ

ନୂଆଦିଲ୍ଲୀ: ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟେଷ୍ଟର ଆଜି ହେଉଛି ତୃତୀୟ ଦିବସ । ପୂର୍ବରୁ ଭାରତ ବ୍ୟାଟିଂରେ ମଜବୁତ ସ୍ଥିତିରେ ରହିଥିବା ଆଜି ପୁଣି ନିଜର ସ୍ଥିତିକୁ ଅଧିକ ସୁଦୃଢ଼ କରିପାରିଛି । ଶ୍ରୀଲଙ୍କା ତା’ର ପ୍ରଥମ…

ଝଡ଼ ନାହିଁ କି ବର୍ଷା ନାହିଁ: ହଠାତ୍ ତଳକୁ ଖସିଲା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ବିମାନ, ତଦନ୍ତ କରିବ DGCA

ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିମାନ ଖସିବା ଘଟଣା ଏବେ ଚାରିଆଡ଼େ ଚର୍ଚ୍ଚାର ବିଷୟ ପାଲଟିଛି । କୋଲକତାରେ ବିମାନଟି ଅବତରଣ କରିବାର କିଛି ସମୟ ପୂର୍ବରୁ ହଠାତ୍ ଖସିପଡ଼ିଥିଲା । ତେବେ…

ଅସମ୍ଭାଳ ହେଲାଣି ନିଜ ଦେଶରେ ପୁଟିନଙ୍କୁ ବିରୋଧ: ଯୁଦ୍ଧରେ ମୃତ ଓ ଆହତ ଯବାନଙ୍କ ପାଇଁ ଆର୍ଥିକ ସହାୟତା ରାଶି ଘୋଷଣା କଲେ ରୁଷ୍ ସରକାର

ନୂଆଦିଲ୍ଲୀ: ୟୁକ୍ରେନ-ରୁଷିଆ ଯୁଦ୍ଧ ଆଜି ଏଗାର ଦିନରେ ପହଞ୍ଚିଛି । ଏହି ଯୁଦ୍ଧର ପ୍ରଭାବ ସମଗ୍ର ବିଶ୍ୱକୁ ପରମାଣୁ ଯୁଦ୍ଧ ପର୍ଯ୍ୟନ୍ତ ବି ଟାଣି ନେଇଥିଲା । ତେବେ ଆସନ୍ତାକାଲି ବେଲାରୁସରେ ଦୁଇଦେଶର ପ୍ରତିନିଧି…

ଆଜି ରାଜ୍ୟରୁ ଚିହ୍ନଟ ହେଲେ ୧୨୯ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ଓ ବିଭିନ୍ନ ଅନୁଷ୍ଠାନକୁ ଖୋଲିବା ନେଇ ସରକାର ଅନୁମତି ଦେଇଛନ୍ତି…