fbpx

ବାୟୁ ପରେ ଏବେ ଜଳରେ ତାଣ୍ଡବ ରଚିପାରେ କରୋନା ଭାଇରସ୍, କ’ଣ ଘଟିବ ଆଗାମୀ ଦିନରେ?

ନୂଆଦିଲ୍ଲୀ: ଦେଶରେ ବର୍ତ୍ତମାନ କରୋନାର ଦ୍ୱିତୀୟ ଲହର ଜାରି ରହିଥିବା ବେଳେ ତୃତୀୟ ଲହର ଆଶଙ୍କାକୁ ଲକ୍ଷ୍ୟ ରଖି ସରକାର ଓ ଜନସାଧାରଣ ସମସ୍ତ ପ୍ରସ୍ତୁତି ଚଳାଇଛନ୍ତି । ତେବେ ପୂର୍ବରୁ କରୋନା ସଂକ୍ରମଣ ବାୟୁରେ ବ୍ୟାପେ…

ଅବିଶ୍ୱାସ ହେଲେ ବି ସତ: ମାତ୍ର ୨୮ ଘଣ୍ଟାରେ ନିର୍ମାଣ ହେଲା ୧୦ ମହଲା ବିଲଡିଂ, ଜାଣନ୍ତୁ କେଉଁଠି ଓ କିପରି

ବେଜିଂ: ସାଧାରଣତଃ ଗୋଟିଏ ଘର ତିଆରି କରିବା ପାଇଁ ମାସ ମାସ ସମୟ ଲାଗିଥାଏ । ମାତ୍ର ନିକଟରେ ଚୀନର ଚାଙ୍ଗସା ସହରରେ ଏକ ୧୦ ମହଲା ବିଶିଷ୍ଟ ବିଲଡିଂ ଗୋଟିଏ ଦିନରେ ନିର୍ମିତ ହୋଇଛି । ତେଣୁ ଏହି କୋଠାକୁ ନେଇ ଏବେ ସମଗ୍ର…

ଦେଶରେ କମୁଛି କରୋନାର ପ୍ରଭାବ: ଆଜି ୧୫୭୬ ଆକ୍ରାନ୍ତଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ଦେଶରେ କ୍ରମଶଃ କରୋନାର ପ୍ରଭାବ ହ୍ରାସ ପାଇବାରେ ଲାଗିଛି । ବିଭିନ୍ନ ରାଜ୍ୟରେ ଲାଗୁ କରାଯାଇଥିବା କଟକଣାର ଫଳସ୍ୱରୂପ ଦେଶରେ ଧିରେଧିରେ କରୋନା ନିମ୍ନମୁଖୀ ହେବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ…

ରାଜ୍ୟରେ କମୁନାହିଁ କରୋନା ମୃତ୍ୟୁ: ଆଜି ୪୦ ଜଣଙ୍କ ପ୍ରାଣହାନୀ

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ଆୟତ୍ତକୁ ଆସିଯାଇଥିବା ବେଳେ ମୃତ୍ୟୁର କିନ୍ତୁ ଲଗାମ୍ ନାହିଁ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଗତ ୨୪…

ରାଜ୍ୟରେ ନିମ୍ନମୁଖୀ କରୋନା ଲହରୀ: ଆଜି ଚିହ୍ନଟ ହେଲେ ୩୫୭୭ ପଜିଟିଭ୍

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଲକଡାଉନ୍, ସଟଡାଉନ୍ ଓ କର୍ଫ୍ୟୁ ଆଦି କଟକଣା ସହ ଜନସାଧାରଣଙ୍କ କୋଭିଡ୍ ସଚେତନତା ପାଇଁ କରୋନା ନିମ୍ନମୁଖୀ ହେବାରେ ଲାଗିଛି ।…

OAS ଅଧିକାରୀ ସ୍ତରରେ ଅଦଳବଦଳ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍) ଅଧିକାରୀ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି । ୬ ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କୁ ସ୍ୱତନ୍ତ୍ର ସଚିବ ପାହ୍ୟାକୁ ପଦୋନ୍ନତି ଦିଆଯାଇଛି । ସେମାନେ ହେଲେ…

ବିଶ୍ୱରେ କରୋନା ମୃତ୍ୟୁସଂଖ୍ୟା ୩୮.୭୪ ଲକ୍ଷରେ ପହଞ୍ଚିଲା

ନୂଆଦିଲ୍ଲୀ: ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୩୮ ଲକ୍ଷ ୭୪ ହଜାର ୮୨୫ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭ କୋଟି ୮୯ ଲକ୍ଷ ୩୮…

ସ୍ୱିସ୍ ବ୍ୟାଙ୍କରେ ଭାରତୀୟଙ୍କ କଳାଧନ ଟପିଲାଣି ୨୦ ହଜାର କୋଟି! ମୋଦି ସରକାର କହୁଛନ୍ତି ନା

ନୂଆଦିଲ୍ଲୀ: ପୁଣି ଉଠିଛି କଳାଧନ ପ୍ରସଙ୍ଗ । ବିଗତ ଦିନମାନଙ୍କରେ ଅନେକ ବାର ଏ ବିଷୟରେ ଚର୍ଚ୍ଚା ହୋଇଥିଲେ ମଧ୍ୟ ପରବର୍ତ୍ତୀ ସମୟରେ ପୁଣି ତାହା ଥମିଯାଇଥିଲା । ତେବେ ଏକ ରିପୋର୍ଟ ମୁତାବକ, ବର୍ତ୍ତମାନ ସ୍ୱିସ୍…

କଂଗ୍ରେସର ଯୁବରାଜ ରାହୁଲଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ନୂଆଦିଲ୍ଲୀ: ଆଜି ହେଉଛି କଂଗ୍ରେସ ଦଳର ଯୁବରାଜ ତଥା ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି)ର ପୂର୍ବତନ ସଭାପତି ରାହୁଲ ଗାନ୍ଧିଙ୍କ ଜନ୍ମଦିବସ । ଆଜି ରାହୁଲ ୫୧ ବର୍ଷରେ ପାଦ ଦେଇଛନ୍ତି । ଏହି ଅବସରରେ ଅଗଣିତ…

ଦେଶରେ କମୁଛି କରୋନାର ପ୍ରଭାବ: ଆଜି ୧୬୪୭ ଆକ୍ରାନ୍ତଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ଦେଶରେ କ୍ରମଶଃ କରୋନାର ପ୍ରଭାବ ହ୍ରାସ ପାଇବାରେ ଲାଗିଛି । ବିଭିନ୍ନ ରାଜ୍ୟରେ ଲାଗୁ କରାଯାଇଥିବା କଟକଣାର ଫଳସ୍ୱରୂପ ଦେଶରେ ଧିରେଧିରେ କରୋନା ନିମ୍ନମୁଖୀ ହେବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ…