କାନପୁରରେ ୧୧,୦୦୦ କୋଟି ଟଙ୍କାର ମେଟ୍ରୋ ପ୍ରକଳ୍ପ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ, ଫଟୋ ଉଠାଇ ସୋସିଆଲ ମିଡ଼ିଆରେ ସେୟାର କଲେ ମୋଦି
ଲକ୍ଷ୍ନୌ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ୟୁପିର କାନପୁରରେ ୧୧,୦୦୦ କୋଟି ଟଙ୍କାର ମେଟ୍ରୋ ପ୍ରକଳ୍ପ ଉଦ୍ଘାଟନ କରିଛନ୍ତି । ଏହି ଅବସରରେ ମୋଦି ମେଟ୍ରୋ ଟ୍ରେନ୍ରେ ଯାତ୍ରା କରିଥିଲେ । ତାଙ୍କ ସହ…