ଓଡ଼ିଶା ହାଇକୋର୍ଟରେ ଶୀତ ଅବକାଶ ଆରମ୍ଭ, ୨୮ରୁ ଦିନ ୧୧ଟାରୁ ୩ଟା ପର୍ଯ୍ୟନ୍ତ ଖୋଲା ରହିବ କାର୍ଯ୍ୟାଳୟ
କଟକ (ଭାସ୍କର ନ୍ୟୁଜ୍): ଓଡ଼ିଶା ହାଇକୋର୍ଟରେ ଶୀତ ଅବକାଶ ଆରମ୍ଭ ହୋଇଛି । ଆସନ୍ତା ଜାନୁଆରି ୩ ତାରିଖରେ ହାଇକୋର୍ଟ ଖୋଲିବ । ଶୀତ ଅବକାଶ ସମୟରେ ଜଷ୍ଟିସ୍ ବି.ଆର୍. ଷଡଙ୍ଗୀ ଅବକାଶକାଳୀନ ବିଚାରପତି ଦାୟିତ୍ୱରେ…