fbpx
BSKY SKY
BSKY SKY

ଲାଲବାହିନୀକୁ ଶକ୍ତ ଝଟ୍‌କା, ୨ ମହିଳା କ୍ୟାଡରଙ୍କ ସହ ୧୧ ନକ୍ସଲଙ୍କ ଆତ୍ମସମର୍ପଣ

ସୁକମା: ଛତିଶଗଡ ସୁକମା ଜିଲ୍ଲା ପୋଲିସ ନିକଟରେ ୧୧ ନକ୍ସଲ ଆତ୍ମସମର୍ପଣ କରିଛନ୍ତି । ସେମାନଙ୍କ ମଧ୍ୟରେ ୨ ଜଣ ମହିଳା ନକ୍ସଲ ଥିବା ସୂଚନା ମିଳିଛି । ସୁକମା ପୋଲିସ ଦ୍ୱାରା ଆରମ୍ଭ କରାଯାଇଥିବା ପୁନା ନାର୍କମ ଅଭିଯାନରେ…

ପିପିଲି ଉପନିର୍ବାଚନ: ଇଭିଏମ୍‌ରେ ସିଲ୍‌ ୧୦ ପ୍ରାର୍ଥୀଙ୍କ ଭାଗ୍ୟ, ୩ରେ ଭୋଟ୍‌ ଗଣତି ଓ ଫଳାଫଳ ପ୍ରକାଶ

ପିିପିଲି/ଭୁବନେଶ୍ୱର (ଭାସ୍କର ନ୍ୟୁଜ୍‌): ପିିପିଲି ବିଧାନସଭା ଆସନ ପାଇଁ ଗୁରୁବାର ମତଦାନ ସମ୍ପନ୍ନ ହୋଇଛି । ଫଳରେ ପିପିଲି ଉପନିର୍ବାଚନ ଲଢ଼ୁଥିବା ୧୦ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍‌ରେ ସିଲ୍‌ ହୋଇଯାଇଛି । ଏବେ…

ଏହି ସବୁ ରୋଗୀ ଖାଇ ପାରିବେନି ଡାଳିମ୍ବ; ଜାଣନ୍ତୁ କଣ ରହିଛି କାରଣ

ଡାଳିମ୍ବ ଖାଇବା ଦ୍ୱାରା ଲାଭ ହେବା ସହ ଅନେକ କ୍ଷତି ମଧ୍ୟ ହୋଇଥାଏ। ତେବେ କ’ଣ ସବୁ କ୍ଷତି ହୋଇଥାଏ ଏବଂ କେଉଁମାନେ ଏହାକ ଖାଇବା ମନା ଆସନ୍ତୁ ଜାଣିବା। ଆଲର୍ଜି ସମସ୍ୟା ଥିଲେ ଡାଳିମ୍ବ ଖାଇବା ଉଚିତ ନୁହେଁ।…

ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା, ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର, (ଭାସ୍କର ନ୍ୟୁଜ୍‌): ଉତ୍ତର-ପଶ୍ଚିମ ଝାଡ଼ଖଣ୍ଡ ଏବଂ ଏହାର ଆଖପାଖ ଅଞ୍ଚଳ ଉପରେ ଥିବା ଲଘୁଚାପ କ୍ଷେତ୍ର ବର୍ତ୍ତମାନ ଉତ୍ତର ଝାଡଖଣ୍ଡ ଏବଂ ବିହାର ଉପରେ ରହିଛି । ଏହି ଘୂର୍ଣ୍ଣିବଳୟ ସମୁଦ୍ର ପତନ ଠାରୁ ୭.୬…

ଆଇପିଏଲ୍ ୨୦୨୧: ସାଉଥ୍ ଡର୍ବିକୁ ଜିତିଲା ସୁପର କିଙ୍ଗସ୍

ନୂଆଦିଲ୍ଲୀ: ଦୁବାଇରେ ଆଇପିଏଲର ୪୪ତମ ମ୍ୟାଚରେ ଏକ ସାଉଥ୍ ଡର୍ବିକୁ ୬ୱିକେଟରେ ଜିତିନେଇଛି ଚେନ୍ନାଇ ସୁପର କିଙ୍ଗସ୍ । ଦୁଇ ଦକ୍ଷିଣ ଭାରତୀୟ ଦଳ ଚେନ୍ନାଇ ସୁପର କିଙ୍ଗସ ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ…

ରକ୍ଷକ ସାଜିଲା ଭକ୍ଷକ: ମହିଳାଙ୍କୁ ଦୁଷ୍କର୍ମ ପରେ ହତ୍ୟା କଲା ପୋଲିସ ଅଫିସର

ନୂଆଦିଲ୍ଲୀ: କୋଭିଡ ପେଟ୍ରୋଲିଂ ନାମରେ ମହିଳାଙ୍କୁ ଦୁଷ୍କର୍ମ କରିଛନ୍ତି ପୋଲିସ ଅଫିସର । ଲଣ୍ଡନରେ ଘଟିଯାଇଛି ଏଭଳି ଏକ ଘଟଣା ଯାହା ଶୁଣିଲେ ଆପଣ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯିବେ । ୩୩ ବର୍ଷିୀୟା ମହିଳା ଜଣଙ୍କ ନିଜ ଘରକୁ…

ହୁରୁନ୍ ଧନୀ ତାଲିକା ପ୍ରଥମରେ ମୁକେଶ ଅମ୍ବାନୀ; ଅଦାନୀଙ୍କ ସମ୍ପତ୍ତିରେ ୨୬୧ ପ୍ରତିଶତ ଅଭିବୃଦ୍ଧି

ନୂଆଦିଲ୍ଲୀ: ଗୁରୁବାର ପ୍ରକାଶ ପାଇଛି ହୁରୁନ ଇଣ୍ଡିଆ ଧନୀକ ତାଲିକା । ଏସିଆର ଏକ ନମ୍ବର ଧନୀ ମୁକେଶ ଅମ୍ବାନୀ ଏହି ତାଲିକାର ପ୍ରଥମ ସ୍ଥାନରେ ରହିଥିବା ବେଳେ ଦ୍ୱିତୀୟ ସ୍ଥାନରେ ରହିଛନ୍ତି ଗୌତମ ଅଦାନୀ । ୬୪ ବର୍ଷୀୟ…

ଦୁବାଇରେ ସାଉଥ୍ ଡର୍ବି: CSK ସମ୍ମୁଖରେ ୧୩୫ ରନର ଲକ୍ଷ୍ୟ

ନୂଆଦିଲ୍ଲୀ: ଦୁବାଇରେ ଆଇପିଏଲର ୪୪ତମ ମ୍ୟାଚରେ ଏକ ସାଉଥ୍ ଡର୍ବି ଦେଖିବାକୁ ମିଳିଛି । ଦୁଇ ଦକ୍ଷିଣ ଭାରତୀୟ ଦଳ ଚେନ୍ନାଇ ସୁପର କିଙ୍ଗସ ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯାଇଥିବା ମୁକାବିଲାରେ ଚେନ୍ନାଇ…

ଜାପାନର ନୂଆ ପ୍ରଧାନମନ୍ତ୍ରୀ ହେବେ ଏହି ବ୍ୟକ୍ତି

ନୂଆଦିଲ୍ଲୀ: ବୁଧବାର କ୍ଷମତାସୀନ ଦଳ ଲିବରାଲ ଡେମୋକ୍ରାଟିକ୍ ପାର୍ଟିର ବୈଠକ ଅନୁଷ୍ଠିତ ହୋଇଥିବାବେଳେ ସର୍ବସମ୍ମତିକ୍ରମେ ଫୁମିଓ କିଶିଦା ନିର୍ବାଚିତ ହୋଇଛନ୍ତି । ବର୍ତ୍ତମାନ ପ୍ରଧାନମନ୍ତ୍ରୀ ଦାୟିତ୍ୱ ତୁଲାଉଥିବା…

IED ବିସ୍ଫୋରଣରେ ୨ ସିଆରପିଏଫ୍ ଯବାନ ଆହତ

ନୂଆଦିଲ୍ଲୀ: ଛତିଶଗଡର ବିଜାପୁର ନିକଟ କୋଡେପାଲରେ ହୋଇଛି ଆଇଇଡି ବୋମା ବିସ୍ଫୋରଣ । ଏହି ଅଘଟଣରେ ୨ ଜଣ ସିଆରପିଏଫ୍ ଯବାନ ଗୁରୁତର ଆହତ ହୋଇଛନ୍ତି । ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା…