ଆଜି ୟୁଏଇରେ ଆରମ୍ଭ ହେବ ଆଇପିଏଲ୍‌ର ଦ୍ୱିତୀୟ ଭାଗ, ଡିଫେଣ୍ଡିଂ ଚାମ୍ପିଅନ୍‌ ମୁମ୍ବାଇ ଇଣ୍ଡିଆନ୍ସକୁ ଭେଟିବ ଚେନ୍ନାଇ ସୁପରକିଙ୍ଗ୍‌ସ

ଦୁବାଇ (ଭାସ୍କର ନ୍ୟୁଜ୍):  ଆଜି ୟୁଏଇରେ ଆରମ୍ଭ ହେବା ଫଟାଫଟ୍ କିକ୍ରେଟ୍‌ରୁ ଦ୍ୱିତୀୟ ଭାଗ । ଆଇପିଏଲ -୧୪ ଭାଗ ପ୍ରଥମ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍‌ ମୁମ୍ବାଇ ଇଣ୍ଡିଆନ୍ସ ଓ ଚେନ୍ନାଇ ସୁପରକିଙ୍ଗ୍‌ସ ପରସ୍ପରକୁ…

ଆସନ୍ତା ୨୦ରୁ ଆରମ୍ଭ ହେବ ଯୁକ୍ତ ୩ ପ୍ରଥମ ବର୍ଷ ପାଠପଢ଼ା, କ୍ଳାସରୁମ୍‌ରେ ପଢ଼ିବେ ଛାତ୍ରଛାତ୍ରୀ

ଭୁବନେଶ୍ୱର (ଭାସ୍କର ନ୍ୟୁଜ୍): ଆସନ୍ତା ସେପ୍ଟେମ୍ବର ୨୦ ତାରିଖରୁ ୟୁଜି ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ କ୍ଲାସରୁମ୍ ପାଠପଢ଼ା ଆରମ୍ଭ ହେବ। ଉଭୟ ୟୁଜି ତୃତୀୟ ବର୍ଷ ଓ ଚତୁର୍ଥ ବର୍ଷ ଛାତ୍ରଛାତ୍ରୀ ଅଫଲାଇନ୍‌ରେ ପାଠ…

ଆଧାର-ପ୍ୟାନ ଲିଙ୍କକୁ ନେଇ ବଡ଼ ଖବର: ଏତିକି ତାରିଖ ଯାଏଁ ବଢିଲା link ଅବଧି

ନୂଆଦିଲ୍ଲୀ: କୋଭିଡ୍‌-୧୯ ମହାମାରୀ ସଂକ୍ରମଣ ହେତୁ କେନ୍ଦ୍ର ସରକାର ‘ପର୍‌ମାନେଣ୍ଟ୍‌ ଆକାଉଣ୍ଟ୍‌ ନମ୍ବର’ (ପାନ୍‌) ସହ ‘ଆଧାର’ ସଂଯୋଗ ସମୟସୀମା ୨୦୨୨ ମାର୍ଚ ୩୧ ତାରିଖ ପର୍ୟ୍ୟନ୍ତ ବୃଦ୍ଧି କରିଛନ୍ତି।ଆୟକର ବିଭାଗ…

ସିଦ୍ଧୁ ପଞ୍ଜାବର ରାଖୀ ସାୱନ୍ତ

ନୂଆଦିଲ୍ଲୀ: ଆମ ଆଦମୀ ପାର୍ଟିର ବିଧାୟକ ରାଘବ ଚଡ୍ଡା ନବଜୋତ ସିଂ ସିଦ୍ଧୁଙ୍କୁ ପଞ୍ଜାବ ରାଜନୀତିର ରାଖୀ ସାୱନ୍ତ ବୋଲି ସମାଲୋଚନା କରିଛନ୍ତି । ଏ ନେଇ ଏବେ ଆପ ଓ କଂଗ୍ରେସ କର୍ମୀମାନେ ମୁହାଁମୁହିଁ ହୋଇଛନ୍ତି।…

ରାଷ୍ଟ୍ରୀୟ ସୁରକ୍ଷା ପାଇଁ ସିଦ୍ଧୁ ବିପଦ; ପାକିସ୍ତାନ ସହିତ ରହିଛି ତାଙ୍କର ସମ୍ପର୍କ: ଅମରିନ୍ଦର

ନୂଆଦିଲ୍ଲୀ: ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ନିଜ ପଦରୁ ଇସ୍ତଫା ପ୍ରଦାନ କରିବା ପରେ ନଭଜୋତ ସିଂ ସିଦ୍ଧୁଙ୍କ ପ୍ରତି ଆକ୍ରମଣକୁ ଶାଣିତ କରିଛନ୍ତି । ପାକିସ୍ତାନ ସହିତ ସିଦ୍ଧୁଙ୍କ ସମ୍ପର୍କ ରହିଛି ଏବଂ ସେ…

ସମାଜର ପୂର୍ବତନ ସମ୍ପାଦିକା ମନୋରମା ମହାପାତ୍ରଙ୍କ ପରଲୋକ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଓଡ଼ିଶାର ପ୍ରତିଷ୍ଠିତ ଦୈନିକ ଖବର କାଗଜ ସମାଜର ପୂର୍ବତନ ସମ୍ପାଦିକା ମନୋରମା ମହାପାତ୍ରଙ୍କ ପରାଲୋକ ଘଟିଛି । ଶନିବାର ଏସସିବିରେ ୮୭ ବର୍ଷ ବୟସରେ ମହାପାତ୍ରିଙ୍କ ପରଲୋକ ଘଟିଛି । ଛାତିରେ…

ମାଲକାନଗିରିରେ ଭୟଙ୍କର ଦୁର୍ଘଟଣା ; ଜଣେ ମୃତ, ୪ ଗୁରୁତର

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକର ମୋଟୁ ଥାନା ଅନ୍ତର୍ଗତ ଏମ ଭି ୮୮ ଗ୍ରାମ ନିକଟରେ ଆଜି ଅପରାହ୍ନ ସମୟରେ ହୋଇଥିବା ଏକ ସଡକ ଦୁର୍ଘଟଣାରେ ଜଣକର ମତ୍ୟୁ ଘଟିଛି । ଏହା ସହିତ ୪ ଜଣ…

ପଞ୍ଜାବ ମୁଖ୍ୟମନ୍ତ୍ରୀ ଦୌଡ଼ରେ ଆଗୁଆ ସୁନୀଲ ଜାଖର

ନୂଆଦିଲ୍ଲୀ: ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂଙ୍କ ଇସ୍ତଫା ପରେ ପଞ୍ଜାବ ରାଜନୀତିରେ ସୃଷ୍ଟି ହୋଇଛି ବଡ ଶୂନ୍ୟସ୍ଥାନ । ମୁଖ୍ୟମନ୍ତ୍ରୀ ଦୌଡ଼ରେ ଏକାଧିକ ଆଶାୟୀ ରହିଥିବା ବେଳେ ପୂର୍ବତନ କଂଗ୍ରେସ ମୁଖ୍ୟ ସୁନୀଲ…

ପୋଖରୀରେ ବୁଡି ଦୁଇ ଭଉଣୀଙ୍କ ସଲୀଳ ସମାଧି

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ଫୁଲବାଣୀର ମାର୍ଲଙ୍ଗାରେ ଘଟିଯାଇଛି ଅଭାବନୀୟ ଘଟଣା । ଗାଁ ପୋଖରୀରେ ବୁଡି ପ୍ରାଣ ହରାଇଛନ୍ତି ଦୁଇ ସମ୍ପର୍କୀୟ ଭଉଣୀ । ଗାଁ ପୋଖରୀରେ ବୁଡି ଦୁଇ ଭଉଣୀଙ୍କ ପରଲୋକ ଘଟିଥିବା ଜଣା ପଡିଛି ।…

ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂଙ୍କ ଇସ୍ତଫା

ନୂଆଦିଲ୍ଲୀ: ଇସ୍ତଫା ଦେଇଛନ୍ତି ପଞ୍ଜାବ ମୁଖ୍ୟମନ୍ତ୍ରୀ । ଶନିବାର ନିଜ ପଦବୀରୁ ଇସ୍ତଫା ପ୍ରଦାନ କରିଛନ୍ତି କ୍ୟାପଟେନ ଅମରିନ୍ଦର ସିଂ । ଦଳୀୟ ଗୋଷ୍ଠି କନ୍ଦଳ କାରଣରୁ ଅମରିନ୍ଦର ନିଜ ପଦରୁ ଇସ୍ତଫା ପ୍ରଦାନ କରିଛନ୍ତି…